Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ବୀର ସୁରେନ୍ଦ୍ର ସାଏ ଯୁବ ବିକାଶ ପରିଷଦ କର୍ମକର୍ତା ଙ୍କ ନିଆରାପ୍ରୟାସ

0

ଭୂବନେଶ୍ବର,ନିରପେକ୍ଷ ଖବର: ତା ୦୮/୦୮:ଲକ୍ଡାଉନ ହଉକି ସଟଡାଉନ୍ ସଦାସର୍ବଦା ଜନ ସାଧାରଣଙ୍କ ପାଖରେ ପହଞ୍ଚି ସାହାଯ୍ୟର ହାତ ବଢାଇଛନ୍ତି ବୀର ସୁରେନ୍ଦ୍ର ସାଏ ଯୁବ ବିକାଶ ପରିଷଦର କର୍ମକର୍ତା।ବର୍ତମାନ ପରିସ୍ଥିତିରେ ସ୍ଥାନୀୟ ସଂକ୍ରମଣ ମୁଣ୍ଡବିନ୍ଧାର କାରଣ ହୋଇଥିବାବେଳେ ବୀର ସୁରେନ୍ଦ୍ରସାଏ ନଗର ମଧ୍ୟ ଏହିଠାରୁ ବାଦ୍ ପଡିନି।ଦିନକୁ ଦିନ ବଢୁଛି ସ୍ଥାନୀୟ ସଂକ୍ରମିତଙ୍କ ସଂଖ୍ୟା।ଏହାକୁ ଦୃଷ୍ଟିରେ ରଖି ଯୁବ ପରିଷଦ ପକ୍ଷରୁ ନିଜସ୍ବ ପ୍ରାୟାସରେ ସ୍ଥାନୀୟ ଅଞ୍ଚଳ ସଂପାଦକ ଶ୍ରୀ ଦୀପକ ବାରିକଙ୍କ ନେତୃତ୍ବରେ ସାନିଟାଇଜ୍ କରାଯାଉଛି।ଆଗାମୀ ଦିନରେ ପରିଷଦ ପକ୍ଷରୁ ରକ୍ତଦାନ ଶିବିର ଆୟୋଜନ କରାଯିବା ସହ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟକ୍ରମ ମାନ ହାତକୁ ନିଆଯିବ ବୋଲି ଶ୍ରୀ ଦୀପକ ମତପ୍ରକାଶ କରିଛନ୍ତି।ଏହି କାର୍ଯ୍ୟକ୍ରମରେ ପରିଷଦର ଅନ୍ୟାନ୍ୟ ସଦସ୍ୟ ମାନେ ସହଯୋଗ କରୁଛନ୍ତି।

Mo sapath

Leave A Reply

Your email address will not be published.