Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ଜୟ ଜଗନ୍ନାଥ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

0

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୧୨/୦୮ ଜୟ ଜଗନ୍ନାଥ ଚାରିଟେବୁଲ ଟ୍ରଷ୍ଟ , ଭିଏସସନଗର ତରଫରୁ ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ଭିଏସସନଗର ସରକାରୀ ହାଇସ୍କୁଲରେ ସର୍ବାଧିକ ନମ୍ବର ରଖି ପ୍ରଥମ ସ୍ଥାନ ଅଧିକାର କରିଥିବା ଲୋପାମୁଦ୍ରା ଦାସ , ଦ୍ଵିତୀୟ ସ୍ଥାନ ଅଧିକାର କରିଥିବା ଇତିଶ୍ରୀ ଦାଶ ଓ ତୃତୀୟ ସ୍ଥାନ ଅଧିକାର କରିଥିବା ପବିତ୍ର କୁମାର ବେହେରା ଓ ସୌମ୍ୟ ରଞ୍ଜନ ଦାସଙ୍କୁ “ମେଧା ସମ୍ମାନ”ରେ ସମ୍ମାନିତ କରାଗଲା ଏବଂ ଉପଢୌକନ, ମାନପତ୍ର , ଶିକ୍ଷା ଉପକରଣ ଓ ଭବିଷ୍ୟତରେ ଭଲ ପାଠପଢିବା ପାଇଁ ଆର୍ଥିକ ସହାୟତା ଯୋଗାଇ ଦେବା ସହିତ ସେମାନଙ୍କର ଉଜ୍ଜ୍ଵଳ ଭବିଷ୍ୟତ କାମନା କରି ପ୍ରଭୁ ଜଗନ୍ନାଥଙ୍କ ନିକଟରେ ସମୂହ ପ୍ରାର୍ଥନା କରାଗଲା। ଏହି କାର୍ଯ୍ୟକ୍ରମରେ ଟ୍ରଷ୍ଟର ପ୍ରତିଷ୍ଠାତା ତଥା ଓଡ଼ିଶା ମୋ ପରିବାର ଜୀବନ ବିନ୍ଦୁ ଉତ୍ତର ଭୁବନେଶ୍ୱର ସଂଯୋଜକ ଡଃ ପ୍ରକାଶ ତ୍ରିପାଠୀ, ସୌମ୍ୟ ରଂଜନ ପ୍ରଧାନ, ଦୀପକ କୁମାର ନାୟକ, ନରେନ୍ଦ୍ର କୁମାର ବିଶ୍ବାଳ , ଲୋକେଶ କୁମାର, ବାଣୀ କଲ୍ୟାଣ ମହାନ୍ତି,ଅକ୍ଷୟ ସ୍ବାଇଁ, ବିନୋଦ ସାହୁ, ସର୍ବଜିତ ସାହୁ, କମଳାକାନ୍ତ ରାଉତରାୟ, ନଳିନୀ କାନ୍ତ ବେହେରା ,ମଳୟ ରଞ୍ଜନ ବେହେରା,ସୁଶାନ୍ତ କୁମାର ମୁଦୁଲି, ସନ୍ତୋଷ କୁମାର ସାହୁ, ଅନନ୍ତ ରେଡ୍ଡୀ , ବିଜେଡି ନେତ୍ରୀ ମନୋରମା ସିଂ ପାତ୍ର, ଇସା ମହାନ୍ତି , ସୁଚିତ୍ରା ବେହେରା ,ସ୍ନେହଲତା ମୁଦୁଲି , ପୁଷ୍ପଲତା ରାଉଳ, ପୁଷ୍ପଲତା ନାୟକ, ଦ୍ରୌପଦୀ ଦେବୀ ପ୍ରମୁଖ ପରିଚାଳନା କରିଥିଲେ।

Mo sapath

Leave A Reply

Your email address will not be published.