Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ଡି .ଏ .ଭି ପବ୍ଲିକ୍ ସ୍କୁଲର ୫୦ ବର୍ଷ ପୂର୍ତ୍ତି ସୁବର୍ଣ୍ଣ ଜୟନ୍ତୀ ଉତ୍ସବ

0

ଭୁବେନଶ୍ବର ନିରପେକ୍ଷ ଖବର:ତା ୩୦/୦୮ ୟୁନିଟ୍-୮ ଡି .ଏ .ଭି ପବ୍ଲିକ୍ ସ୍କୁଲର ୫୦ ବର୍ଷ ପୂର୍ତ୍ତି ଅବସରରେ ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି। ଏଥିରେ ନିମନ୍ତ୍ରୀତ 8ହୋଇଥିବା ସ୍ବତନ୍ତ୍ର ଅତିଥି ଓ କର୍ମାଚାରୀମାନେ କୋଭିଡି-୧୯ ନିୟମ ପାଳନ କରି ଯୋଗ ଦେଇଥିଲେ। ଏହି ଅବସରରେ ବିଦ୍ୟାଳୟ ପ୍ରାଙ୍ଗଣରେ ୫୦ ଯଜ୍ଞ କୁଣ୍ଡ ରଖାଯାଇ ଯଜ୍ଞ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ମାଙ୍ଗଳିକ କାର୍ଯ୍ୟରେ ବିଦ୍ୟାଳୟର ସଭାପତି ମଦନ ମୋହନ ପଣ୍ଡା, ଡି.ଏ.ଭି ଆଞ୍ଚଳିକ ନିର୍ଦ୍ଦେଶକ ଡଃ କେ.ସି ଶତପଥି, ସହ ଆଞ୍ଚଳିକ ନିର୍ଦ୍ଦେଶକ ଡଃ ସଜାତା ସାହୁ, ମ୍ୟାନେଜର ଡଃ ଡି.ଏନ ମିଶ୍ର,ପୂର୍ବତନ ଅଧ୍ୟକ୍ଷା ଡଃ ଭାଗ୍ୟବତୀ ନାୟକ, ବିଭିନ୍ନ ବିଦ୍ୟାଳୟର ଅଧ୍ୟକ୍ଷ ଅଧ୍ୟକ୍ଷା ପ୍ରମୁଖ ଯୋଗ ଦେଇଥିଲେ। ଏହା ସହିତ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀ ଓ କର୍ମକର୍ତ୍ତା ଉକ୍ତ ବୈଦିକ କାର୍ଯ୍ୟରେ ଅଶଂଗ୍ରହଣ କରିଥିଲେ। କରୋନା ଭୂତାଣୁ ସଂକ୍ରମଣରୁ ସମସ୍ତଙ୍କୁ ରକ୍ଷା କରିବା ପାଇଁ ଯଜ୍ଞରେ ଅଶଂଗ୍ରହଣ କରିଥିବା ସମସ୍ତ ବ୍ୟକ୍ତି ପବିତ୍ର ବେଦ ଧ୍ବାନୀ ଉଚ୍ଚାରଣ କରିବା ସହିତ ଘ୍‌ତାହୁତି ପ୍ରଦାନ କରିଥିଲେ। ପରେ ପରେ ବିଦ୍ୟାଳୟର ଅଟଳ ଟିକରିଂ ଲାବ୍ ଦ୍ବାରା ପ୍ରସ୍ତୁତ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ସମ୍ବଳିତ ଏକ ବିଶେଷ ପ୍ରକଳ୍ପ ‘‘ନୋଭସ୍ ଏକ୍ସପୋଜ’’ ସୁବର୍ଣ୍ଣ ଜୟନ୍ତୀ ସ୍ମାରକୀ ସ୍ବରୂପ ଉନ୍ମୋଚିତ ହୋଇଥିଲା।

Mo sapath

Leave A Reply

Your email address will not be published.