Blank space
Blank space
Breaking News/ମୁଖ୍ୟ ଖବର:
ମାଇକ୍ରୋ ଫାଇନାନ୍ସ ଇଣ୍ଡିଷ୍ଟ୍ରି ନେଟୱାର୍କ (ଏମ.ଏଫ.ଆଇ. ଏନ) ଆନୁକୂଲ୍ୟରେ ମାଇକ୍ରୋଫାଇନାନ୍ସ ସଚେତନତା କାର୍ଯ୍ୟକ୍ରମଯାଜପୁରରେ ବ୍ୟାପୁଛି ଡାଇରିଆ ୨୦୦ରୁ ଉର୍ଦ୍ଧ୍ବ ଆକ୍ରାନ୍ତସମ୍ବଲପୁର ଜିଲ୍ଲାର ଉନ୍ନତି ଉପରେ ପ୍ରାଥମିକତା ଦେଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରପଦ୍ମଶ୍ରୀ ହଳଧର ନାଗ ଙ୍କୁ ଭେଟିଲେ ଖଇରା ମାଟିର ପୁଅଓଡିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ଲିଃ ର (ଉତ୍କଳିକା) ୬୭ ତମ ପ୍ରତିଷ୍ଠା ଦିବସ ପାଳିତ*କେନ୍ଦୁଝର ଠାରେ ରଙ୍ଗବତୀ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀନୂଆ ଓଡ଼ିଆ ଚଳଚ୍ଚିତ୍ର “ନାୟିକା”ର ଟାଇଟଲ ଘୋଷଣା*କବି ଜୟଦେବ ଙ୍କ ଜନ୍ମ ପୀଠ କେନ୍ଦୁବିଲ୍ଵ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତଗୀତି କୈବଲ୍ୟ’ ପୁସ୍ତକ ଲୋକାର୍ପଣଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟ
Blank space

ରାହୁଲ ଗାନ୍ଧୀଙ୍କୁ ଆକ୍ରମଣ ପ୍ରତିବାଦରେ ପ୍ରଦେଶ କଂଗ୍ରେସ ପକ୍ଷରୁ ଶୋଭଯାତ୍ରା ଓ ବିକ୍ଷୋଭ

0

ଭୁବନେଶ୍ୱର,ନିରପେକ୍ଷ ଖବର: ତା ୦୨.୧୦ – ଓଡିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଆଜି ଶ୍ରୀଯୁକ୍ତ ରାହୁଲ ଗାନ୍ଧୀଙ୍କ ଉପରେ ଉତରପ୍ରଦେଶ ଠାରେ ହୋଇଥିବା ଯୋଗୀ ସରକାର ପ୍ରାୟୋଜିତ ବର୍ବୋରୋଚିତ ଆକ୍ରମଣ ପ୍ରତିବାଦରେ ଏକ ବିରାଟ ଶୋଭଯାତ୍ରା କଂଗ୍ରେସ ଭବନରୁ ବାହାରି ମାଷ୍ଟରକ୍ୟାଂଟିନ ଛକଠାରେ ପହଂଚି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । ଏହି ସମସ୍ତ କାର୍ଯ୍ୟକ୍ରମରେ କଂଗ୍ରେସ ନେତୃବୃନ୍ଦ ସର୍ବଶ୍ରୀ ରାମଚନ୍ଦ୍ର ଖୁଂଟିଆ, ସୁରେଶ କୁମାର ରାଉତରାୟ, ଜଗନ୍ନାଥ ପଟ୍ଟନାୟକ, ଶୁଭେନ୍ଦୁ ମହାନ୍ତି, ମନୋରଞ୍ଜନ ଦାଶ, ଅମୀୟ ପାଣ୍ଡବ, ଚିନ୍ମୟ ସୁନ୍ଦର ଦାସ, ସୁଦର୍ଶନ ଦାସ, ରଜନୀ ମହାନ୍ତି, ରସିକଚାନ୍ଦ ପଟ୍ଟନାୟକ, ବିଶ୍ୱଜିତ ଦାସ, ପ୍ରକାଶ ମିଶ୍ର, ସୁଶାନ୍ତ ତ୍ରିପାଠୀ, ଜ୍ୟୋତିଷ ସାହୁ, କନକଲତା ମଲ୍ଲିକ, ଲିଙ୍ଗରାଜ ସାହୁ, ଦୀପକ ମହାପାତ୍ର, କୈଳାସ ସାହୁ, ଆଲୋକ ମହାନ୍ତି, ମନୋରଞ୍ଜନ ରାଉତରାୟ, ସଂଜୟ ମିଶ୍ର, ସଂକୁନା କହଁର, ମହମ୍ମଦ ଶାହାଦୁଲ୍ଲା, ରାଜକିଶୋର ବାରିକ, ଦେବେନ୍ଦ୍ର ପ୍ରସାଦ ଦାସ, ପ୍ରଦୀପ ସ୍ୱାଇଁ, ବୁନା ମହାନ୍ତି, ଚିଂଟୁ ଦାସ, ତାପସ ସେଠୀ, ମନୋରଞ୍ଜନ କୁଣ୍ଡୁ, ଅଜୟ ମହାନ୍ତି ପ୍ରମୁଖ ଅଂଶ ଗ୍ରହଣ କରିଥିଲେ ।

Mo sapath

Leave A Reply

Your email address will not be published.