Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ମହାତ୍ମାଗାନ୍ଧୀଙ୍କ‌ ଜନ୍ମ ଜୟନ୍ତୀ ଉପଲକ୍ଷେ ଓଡିଶା ମୋ ପରିବାର ତରଫରୁ ରକ୍ତଦାନ ଶିବିର

0

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୦୨/୧୦ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ପବିତ୍ର ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୱାର୍ଡ ନମ୍ବର -୧୬ ଲକ୍ଷ୍ମୀପୁର ପ୍ରାଥମିକ ବିଦ୍ୟାଳୟ , ମୈତ୍ରୀବିହାର ପରିସରରେ ସ୍ଥାନୀୟ ପୂର୍ଵତନ କର୍ପୋରେଟର ତଥା ବିଜେଡି ନେତ୍ରୀ ଭାରତୀ ସିଂଙ୍କ ତତ୍ତ୍ଵାବଧନରେ ଓଡ଼ିଶା ମୋ ପରିବାର ଜୀବନ ବିନ୍ଦୁ ରକ୍ତଦାନ ଶିବିର ଆୟୋଜନ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ମାନ୍ୟବର ବିଧାୟକ ଉତ୍ତର ଶ୍ରୀ ସୁଶାନ୍ତ କୁମାର ରାଉତ, ଓଡ଼ିଶା ମୋ ପରିବାର ଜୀବନ ବିନ୍ଦୁ ସଂଯୋଜକ ଡଃ ପ୍ରକାଶ ତ୍ରିପାଠୀ , ଅଶ୍ଵିନୀ ସୁନ୍ଦରାୟ, ଓଡ଼ିଶା ମୋ ପରିବାର ଦାୟିତ୍ୱରେ ଥିବା ବିଜେଡ଼ି ସମ୍ପାଦକ ଶ୍ରୀ ଦୁର୍ଗା ସାମନ୍ତରାୟ, ମୀରା ପରିଡ଼ା, ରୁଦ୍ର ସାମନ୍ତରାୟ, ସମୀର କୁମାର ପ୍ରଧାନ, ବିଜେଡ଼ି ସମ୍ପାଦକ ରଞ୍ଜିତ ମହାପାତ୍ର, ଅମରଜିତ୍ ସେନାପତି, ଭୁବନେଶ୍ୱର ଜିଲ୍ଲା କାର୍ଯ୍ୟକାରୀ ସଭପତି ଲିଟୁ ମହାସୁପକାର , ଉତ୍ତର ବିଜେଡ଼ି ସଭାପତି ସୂର୍ଯ୍ୟକାନ୍ତି ଜେନା, ମଧ୍ୟ ବିଜେଡ଼ି ସଭାପତି ରବୀନ୍ଦ୍ର ନାଥ ଛୋଟରାୟ , ଯୁବବିଜେଡ଼ି ଭୁବନେଶ୍ୱର ସଭାପତି ସମରେଶ ବେଉରା, ଜିଲ୍ଲା ଛାତ୍ର ସଭାପତି ସୁବାସ ସାହୁ, ଯୁବ ବିଜେଡ଼ି ସାଧାରଣ ସମ୍ପାଦକ ବାଣୀ କଲ୍ୟାଣ, ଯୁବ ବିଜେଡ଼ି ନେତା ଲୋକେଶ କୁମାର, ସୂର୍ଯ୍ୟ ନାରାୟଣ ମହାନ୍ତି, ସୌମ୍ୟ ରଞ୍ଜନ ପ୍ରଧାନ, ରୁଦ୍ରଦେବ ମଲ୍ଲିକ, ଅଶୋକ କୁମାର ନାୟକ, ସୁଧାକର ମଝି, କାଳନ୍ଦୀ ପ୍ରଧାନ ପ୍ରମୁଖ ଉପସ୍ଥିତ ରହି ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ ଓ ୫୦ ୟୁନିଟ୍ ରକ୍ତ ସଂଗୃହୀତ ହୋଇଥିଲା ବୋଲି ଉତ୍ତର ସଂଯୋଜକ ଡଃ ପ୍ରକାଶ ତ୍ରିପାଠୀ ଜଣାଇଛନ୍ତି। ଏହାସହ ଆଗାମୀ ଦିନରେ ଏହିପରି କାର୍ଯ୍ୟକ୍ରମ ଜାରି ରହିବ ବୋଲି ଡ଼ଃ ପ୍ରକାଶ ତ୍ରିପାଠୀ ଜଣାଇଛନ୍ତି।

Mo sapath

Leave A Reply

Your email address will not be published.