Blank space
Breaking News/ମୁଖ୍ୟ ଖବର:
ଶିକ୍ଷା, ସଚେତନତା ମାଧ୍ୟମରେ ମଧ୍ୟସ୍ଥତା ସଂସ୍କୃତି ସୃଷ୍ଟି କରିବା ଉପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଗୁରୁତ୍ୱାରୋପରନ୍ଧନ ଗ୍ୟାସ ବ୍ୟବହାର କରୁଛନ୍ତି କି ହେଇ ଯାଆନ୍ତୁ ସାବଧାନ !ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଓଡ଼ିଶା କମ୍ୟୁନିଟି ଟ୍ୟାଙ୍କ ବିକାଶ ସମିତି ପରିଚାଳନା ପରିଷଦର ଦ୍ୱାଦଶ ବୈଠକ ଅନୁଷ୍ଠିତଦ୍ଵିତୀୟ ନ୍ୟାସନାଲ ମେଡିଏସନ କର୍ମଶାଳା ନେଇ ପ୍ରସ୍ତୁତି ବୈଠକଏନ୍.ଭାସ୍କର ରାଓ ଓ ହିମିରିକାଙ୍କ ଇସ୍ତଫାକଟକ ଜିଲ୍ଲାରେ ରାଜସ୍ୱ ଓ ଭୂଅର୍ଜନ ସମ୍ବନ୍ଧୀୟ ସମୀକ୍ଷା ବୈଠକ ଅନୁଷ୍ଠିତଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁ
Blank space
Blank space

ମିଳିତ ମଂଚର ଧର୍ମଘଟ ଡାକରାକୁ ସମର୍ଥନ ଦେଲା କଂଗ୍ରେସ

0

ଭୁବନେଶ୍ୱର,ନିରପେକ୍ଷ ଖବର: ତା ୨୦.୧୧  କେନ୍ଦ୍ର ବିଜେପି ସରକାର ଶ୍ରମିକମାନଙ୍କ ସ୍ୱାର୍ଥକୁ ଅଣଦେଖା କରି ସଂସଦରେ ଆଣିଥିବା ଶ୍ରମକୋର୍ଡକୁ ବାତିଲ, କୃଷକ ବିରୋଧି ଆଇନ୍ ଏବଂ ରାଷ୍ଟ୍ରୀୟ ସଂପତିକୁ ଘରୋଇକରଣ କରିବା ବିରୋଧରେ ଆସନ୍ତା ତା ୨୬.୧୧.୨୦୨୦ ରିଖ ଦିନ ୬ଟି କେନ୍ଦ୍ରୀୟ ଶ୍ରମିକ ସଂଗଠନ ଯଥା ଓଘଞଟଉ, ଇଓଞଟଉ, ଐଗଝ, ଉଓଞଟ, ଇଓଟଞଟଉ, ଇଓଉଉଞଟ ପ୍ରଭୃତି ଧର୍ମଘଟ ଡାକରା ଦେଇଛନ୍ତି । ଏହି ଧର୍ମଘଟ ଡାକରାକୁ ସଫଳ କରିବା ପାଇଁ କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନର ମିଳିତ ମଂଚର ନେତୃବୃନ୍ଦ ରାମଚନ୍ଦ୍ର ଖୁଂଟିଆ, ରାମକୃଷ୍ଣ ପଣ୍ଡା, ବିରେନ୍ଦ୍ର ଦାସ, ମହେନ୍ଦ୍ର ପରିଡା ଓ କିଶୋର ଜେନା ପ୍ରମୁଖ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକଙ୍କୁ ଭେଟି ସମର୍ଥନ ଲୋଡିଥିଲେ । ପିସିସି ସଭାପତି ଶ୍ରୀ ପଟ୍ଟନାୟକ ସେମାନଙ୍କ ସହିତ ଆଲୋଚନା କରିବା ପରେ ରାଜ୍ୟର ଜନସାଧାରଣଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ଏହି ଧର୍ମଘଟ ଡାକରାକୁ କଂଗ୍ରେସ ଦଳ ସଂପୂର୍ଣ୍ଣ ସମର୍ଥନ କରିବ ବୋଲି ଘୋଷଣା କରିବା ସହିତ ଏହାକୁ ସଫଳ କରିବା ପାଇଁ ସମସ୍ତ ଜିଲ୍ଲା କଂଗ୍ରେସ କମିଟି ରାଜ୍ୟର ଛାମୁଆ ସଂଗଠନ, ପ୍ରକୋଷ୍ଠ ଓ ବିଭାଗର ସାହାଯ୍ୟ ଓ ସହଯୋଗ କାମନା କରିଛନ୍ତି ।

Mo sapath

Leave A Reply

Your email address will not be published.