Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ମିଳିତ ମଂଚର ଧର୍ମଘଟ ଡାକରାକୁ ସମର୍ଥନ ଦେଲା କଂଗ୍ରେସ

0

ଭୁବନେଶ୍ୱର,ନିରପେକ୍ଷ ଖବର: ତା ୨୦.୧୧  କେନ୍ଦ୍ର ବିଜେପି ସରକାର ଶ୍ରମିକମାନଙ୍କ ସ୍ୱାର୍ଥକୁ ଅଣଦେଖା କରି ସଂସଦରେ ଆଣିଥିବା ଶ୍ରମକୋର୍ଡକୁ ବାତିଲ, କୃଷକ ବିରୋଧି ଆଇନ୍ ଏବଂ ରାଷ୍ଟ୍ରୀୟ ସଂପତିକୁ ଘରୋଇକରଣ କରିବା ବିରୋଧରେ ଆସନ୍ତା ତା ୨୬.୧୧.୨୦୨୦ ରିଖ ଦିନ ୬ଟି କେନ୍ଦ୍ରୀୟ ଶ୍ରମିକ ସଂଗଠନ ଯଥା ଓଘଞଟଉ, ଇଓଞଟଉ, ଐଗଝ, ଉଓଞଟ, ଇଓଟଞଟଉ, ଇଓଉଉଞଟ ପ୍ରଭୃତି ଧର୍ମଘଟ ଡାକରା ଦେଇଛନ୍ତି । ଏହି ଧର୍ମଘଟ ଡାକରାକୁ ସଫଳ କରିବା ପାଇଁ କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନର ମିଳିତ ମଂଚର ନେତୃବୃନ୍ଦ ରାମଚନ୍ଦ୍ର ଖୁଂଟିଆ, ରାମକୃଷ୍ଣ ପଣ୍ଡା, ବିରେନ୍ଦ୍ର ଦାସ, ମହେନ୍ଦ୍ର ପରିଡା ଓ କିଶୋର ଜେନା ପ୍ରମୁଖ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକଙ୍କୁ ଭେଟି ସମର୍ଥନ ଲୋଡିଥିଲେ । ପିସିସି ସଭାପତି ଶ୍ରୀ ପଟ୍ଟନାୟକ ସେମାନଙ୍କ ସହିତ ଆଲୋଚନା କରିବା ପରେ ରାଜ୍ୟର ଜନସାଧାରଣଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ଏହି ଧର୍ମଘଟ ଡାକରାକୁ କଂଗ୍ରେସ ଦଳ ସଂପୂର୍ଣ୍ଣ ସମର୍ଥନ କରିବ ବୋଲି ଘୋଷଣା କରିବା ସହିତ ଏହାକୁ ସଫଳ କରିବା ପାଇଁ ସମସ୍ତ ଜିଲ୍ଲା କଂଗ୍ରେସ କମିଟି ରାଜ୍ୟର ଛାମୁଆ ସଂଗଠନ, ପ୍ରକୋଷ୍ଠ ଓ ବିଭାଗର ସାହାଯ୍ୟ ଓ ସହଯୋଗ କାମନା କରିଛନ୍ତି ।

Mo sapath

Leave A Reply

Your email address will not be published.