Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ଚାକିରୀ ହରାଇ କରିବୁ କଣ !

0

ଭୁବନେଶ୍ୱର,ନିରପେକ୍ଷ ଖବର:ତା ୨୮/୧୧ କୋଭିଡ଼ ସମୟରେ ଜୀବନକୁ ବାଜି ଲଗାଇ କରୋନା ରୋଗୀଙ୍କ ଚିକିତ୍ସା କଲୁ। ଘରଦ୍ୱାର ପରିବାର ଲୋକଙ୍କୁ ଛାଡି ଦିନ ରାତି ନିଷ୍ଠାର ସହ କାମ କରିଛୁ। ହେଲେ ଏବେ ସରକାର ଆମକୁ ଛଟେଇ କରୁଛନ୍ତି। ଏବେ ଚାକିରୀ ହରାଇ କଣ କରିବୁ। ପରିବାର ପ୍ରତିପୋଷଣ କେମିତି ହେବ। ଶତାଧିକ ମହିଳା ସ୍ୱାସ୍ଥ୍ୟକର୍ମୀ ଶନିବାର ବିଧାନସଭା ଆଗରେ ଧାରଣା ଦେଇ ଏମିତି କହିଛନ୍ତି।  ସ୍ୱାସ୍ଥ୍ୟକର୍ମୀ ସଂଘ ଡ଼ାକରାରେ ୨୦ଟି ଜିଲ୍ଲାର ସହ ସହ ସ୍ୱାସ୍ଥକର୍ମୀ ଏଥିରେ ସାମିଲ ହୋଇଛନ୍ତି।
ସୂଚନାଯୋଗ୍ୟ ରାଜ୍ୟର ବିଭିନ୍ନ ଜିଲ୍ଲାରେ କୋଭିଡ ସମୟରେ ସ୍ୱାସ୍ଥ୍ୟକର୍ମୀ ପଦବୀରେ ୯୦ ଦିନ ପାଇଁ ନିଯୁକ୍ତି ଦିଆଯାଇଥିଲା ।  ହେଲେ ଏଯାଏ ସେମାନଙ୍କୁ ଦରମା ମିଳିନାହିଁ । ଏହା ସହ ରାଜ୍ୟ ତଥା ଦେଶରେ କରୋନା ସଂକ୍ରମଣ କମି ନଥିବା ବେଳେ   ସରକାର ଏମାନଙ୍କୁ ଛଟେଇ କରିଛନ୍ତି । ବିଭିନ୍ନ ଦାବି ନେଇ ଆଜି ସଂଘ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । କରୋନା ସଂକ୍ରମଣ ପରେ ରାଜ୍ୟର ବିଭିନ୍ନ ଜିଲ୍ଳାରେ କୋଭିଡ କେୟାର ସେଂଟର ଖୋଲାଯାଇଥିଲା । ଏଥିରେ ବିଭିନ୍ନ ସ୍ୱାସ୍ଥ୍ୟକର୍ମୀଙ୍କୁ ନିଯୁକ୍ତି ଦିଆଯାଇଥିଲା ।  ହେଲେ ଏଯାଏ ଏମାନଙ୍କୁ ଦରମା ମିଳିନଥିବା ବେଳେ ଛଟେଇ କରାଯାଇଛି । ଯାହାକୁ ନେଇ କରୋନା ସମୟରେ ନିଯୁକ୍ତ ସ୍ୱାସ୍ଥ୍ୟକର୍ମୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି ।

Mo sapath

Leave A Reply

Your email address will not be published.