Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

କେନ୍ଦ୍ର କୃଷି ଆଇନ ବିରୋଧରେ ନବନିର୍ମାଣ ଯୁବଛାତ୍ର ସଂଗଠନର ବାଇକ ଶୋଭାଯାତ୍ରା

0

ଭୁବନେଶ୍ୱର, ନିରପେକ୍ଷ ଖବର(୫/୧୨): ଦିଲ୍ଲୀରେ ଚାଲିଥିବା ଚାଷୀ ଆନ୍ଦୋଳନକୁ ସମର୍ଥନ କରି ନବନିର୍ମାଣ ଯୁବଛାତ୍ର ସଂଗଠନ ପକ୍ଷରୁ ଏକ ବିଶାଳ ବାଇକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସଂଗଠନର ରାଜ୍ୟ ସଂଯୋଜକ MD Manwar Alli ଙ୍କ ନେତୃତ୍ୱ ରେ ଶହ ଶହ ଯୁବଛାତ୍ର ଯୋଗ ଦେଇଥିଲେ । ଏନେଇ ଶ୍ରୀ ଅଲ୍ଲୀ କହିଛନ୍ତି ଯେ, କେନ୍ଦ୍ର ସରକାରଙ୍କ ନୂତନ କୃଷି ଆଇନରେ ପୁଞ୍ଜିପତିମାନେ ଲାଭମାନ ହେଉଥିବା ବେଳେ ଚାଷୀ କିନ୍ତୁ ହତାଶ ହେଉଛନ୍ତି। ସରକାରଙ୍କର ଏ କଳା ଆଇନକୁ ତୁରନ୍ତ ପ୍ରତ୍ୟାହାର କରନ୍ତୁ ବୋଲି ସେ ଦାବି କରିଛନ୍ତି। ତୁରନ୍ତ ଏହାକୁ ପ୍ରତ୍ୟାହାର କରା ନଗଲେ ଆଗାମୀ ଦିନ ହଜାର ହଜାର ଯୁବଛାତ୍ର ଓଡ଼ିଶାରୁ ଦିଲ୍ଲୀ ଯିବେ ବୋଲି ଚେତାବନୀ ଦେଇଛନ୍ତି। ଏଥିସହିତ ଆସନ୍ତା ୮ ତାରିଖରେ ଚାଷୀମାନେ ଦେଇଥିବା ଭାରତ ବନ୍ଧ ଡାକରାରେ ସମସ୍ତେ ସହଯୋଗ କରିବା ପାଇଁ ସେ ଅନୁରୋଧ କରିଛନ୍ତି। ଶନିବାର ଅନୁଷ୍ଠିତ ପ୍ରତିବାଦରେ ସଂଗଠନର ଭୁବନେଶ୍ୱର ସଂଯୋକ ଅମିତ ଜେନା , ରଞ୍ଜନ ନାୟକ ,ଜୋସବନ୍ତ ଦାସ ,ଦେବାଶିଷ ନାୟକ , ଅମାର୍ଜିତ ସ୍ୱାଇଁ ,ରାୟ ରଞ୍ଜନ ମୋହନ୍ତି, ପ୍ରଶାନ୍ତ ପରିଡ଼ା, ବୁଲୁ ଜେନା ,ସୁନୀଲ ନାୟକ ,ତସର ଖାଁ, ଜୟାନ୍ତ ଗୋସ୍ୱାମୀ ,ସୌମିଓ ରଞ୍ଜନ ପଣ୍ଡା ପ୍ରମୁଖ ନେତୃତ୍ୱ ନେଇଥିଲେ।

Mo sapath

Leave A Reply

Your email address will not be published.