Blank space
Blank space
Breaking News/ମୁଖ୍ୟ ଖବର:
କଟକ ସ୍ଥିତ ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ୍ ଠାରେ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା “ଓଡିଶା ମାଷ୍ଟର୍ସ ୨୦୨୫” ଉଦ୍‌ଘାଟିତବିଧାନସଭା ଠାରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀ ପାଳିତ୪୪,୭୭୧ କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ କେନ୍ଦ୍ର ଅନୁମୋଦନକେଏଲ୍ ବିଶ୍ବବିଦ୍ୟାଳୟ ପକ୍ଷରୁ କ୍ୟାରିୟର ସମ୍ମିଳନୀକଳିଙ୍ଗ ଷ୍ଟାଡ଼ିୟମ୍‌ରେ ଆରମ୍ଭ ହେଲା ୩୭ତମ ସବ-ଜୁନିୟର ଜାତୀୟ ବ୍ୟାଡ଼ମିଣ୍ଟନ ଚାମ୍ପିୟନସିପ୍୨୩ ରେ ପାରାଦୀପ ଡମ୍ପର ମାଲିକ ସଙ୍ଘ ନିର୍ବାଚନ : ସଦା ଙ୍କ ପଲ୍ଲା ଭାରି !ବିଧାନସଭା ପରିସରରେ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତପାରାଦୀପ କଲେଜ ଏନସିସି ଓ ଆଲୁମୁନି ଆସୋସିଏସନ ପକ୍ଷରୁ ମେଗା ରକ୍ତଦାନ ଶିବିର ଆୟୋଜିତ : ୧୧୬ ୟୁନିଟ ରକ୍ତ ସଂଗୃହିତସରକାରୀ ଯୋଜନାରେ ବଦଳିନି ୪ ଅସହାୟ ପିଲାଙ୍କ ଭାଗ୍ୟ : ଭବିଷ୍ୟତ ଅନ୍ଧାରରେ, ସହାୟତା ପାଇଁ ସ୍ନେହମୟୀ ଙ୍କ ପ୍ରଚେଷ୍ଟାନଭେମ୍ବର ମାସ ଶେଷ ସୁଦ୍ଧା ସାରା ରାଜ୍ୟରେ ଗୁଣାତ୍ମକ ଆଳୁ ବିହନ ବିତରଣ ପାଇଁ ଲକ୍ଷ୍ଯବ୍ୟାଙ୍କ ଅଫ ବରୋଦା ଦ୍ୱାରା ମେଗା କିଷାନ ମେଳା ଆୟୋଜିତଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିର
Blank space

ଆସନ୍ତା ୨୬ ତାରିଖ ଦିନ ଭାରତର ସମସ୍ତ ବ୍ୟବସାୟିକ ସଂସ୍ଥା ବନ୍ଦ ରହିବ

ବ୍ୟବସାୟ ବନ୍ଦ ରଖି ସରକାରଙ୍କୁ ବିରୋଧ ପ୍ରତିବାଦ

0

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୨୪/୦୨ ସର୍ବ ଭାରତୀୟ ବ୍ୟବସାୟୀ ସଂଘ (CAIT) ର ଆହ୍ଯାନ ରେ ଆସନ୍ତା ତା ୨୬.୦୨.୨୦୨୧ ଦିନ ଭାରତର ସମସ୍ତ ବ୍ୟବସାୟିକ ସଂସ୍ଥା ବନ୍ଦ ରହିବ। କାରଣ ସରକାରଙ୍କ କଠୋର ନିୟମ କୁ ବ୍ୟବସାୟୀ ସଂଘ ବିରୋଧ କରୁଛି। ଯାହା ବ୍ୟବସାୟିକ ଓ ସାଧାରଣ ଲୋକଙ୍କ ପାଇଁ ଏକ ପ୍ରକାର ଦଣ୍ଡ ସଦୃଶ୍ୟ। ତେଣୁ ଏହାକୁ ବିରୋଧ କରି ବନ୍ଦ ଡାକରା ଦିଆଯାଇଛି।ସରକାରଙ୍କ କଠୋର ନିୟମ ସବୁ :
୧—- ଜୁଲାଇ ୧ ତାରିଖ ୨୦୧୭ ମସିହା ଦିନ କେନ୍ଦ୍ର ସରକାର ସାରା ଭାରତରେ ଏକ ଦେଶ ଏକ ଟିକସ ନାମରେ ଦ୍ରବ୍ୟ ଏବଂ ସେବାକର ଆଇନ ( G.S.T. ) କୁ ପ୍ରବର୍ତ୍ତନ କଲେ। କିନ୍ତୁ ଆଜିର ଦିନରେ ଦ୍ରବ୍ୟ ଏବଂ ସେବାକର ଆଇନ ( G.S.T. ) କୁ ସରକାର ନିଜର ତଥା ନିଜ କର୍ମଚାରୀ ଙ୍କ ସୁବିଧା ସକାଶେ ପ୍ରାୟ ୯୫୦ ଥରରୁ ଅଧିକା ଥର ପରିବର୍ତ୍ତନ କରି ଏହାର ମୂଳ ସ୍ୱରୂପ କୁ ସମ୍ପୂର୍ଣ୍ଣ ଭାବେ ବଦଳାଇ ଏହା ଏକ ବ୍ୟବସାୟୀ ତଥା ଜନସାଧାରଣ ବିରୋଧି ଆଇନ ରେ ପରିଣତ କରିଛନ୍ତି, ଦ୍ରବ୍ୟ ଏବଂ ସେବାକର ଆଇନ ( G.S.T. ) ଅଧୀନରେ ଯଦି ଜଣେ ପଞ୍ଜୀକୃତ ବ୍ୟବସାୟୀ ଅନ୍ୟ ଜଣେ ପଞ୍ଜୀକୃତ ବ୍ୟବସାୟୀ ଙ୍କୁ ବସ୍ତୁ କିମ୍ବା ସେବା ଯୋଗାଇବା ବେଳେ ସେହି ବସ୍ତୁ କିମ୍ବା ସେବା ର ମୂଲ୍ୟ ଉପରେ ଧାର୍ଯ୍ୟ ହୋଇଥିବା ଟିକସ ନେଇଥାନ୍ତି କିନ୍ତୁ ଯଦି ଉକ୍ତ ଟିକସକୁ ଠିକ୍ ସମୟରେ ସରକାରଙ୍କ ପାଖରେ ପୈଠ ନ କରନ୍ତି ତେବେ ଦ୍ରବ୍ୟ କିମ୍ବା ସେବା ଗ୍ରହଣ କରିଥିବା ବ୍ୟବସାୟୀଙ୍କୁ ସେ ଦେଇଥିବା ଟିକସର ଇନ୍ ପୁଟ ମିଳେନାହିଁ ଏବଂ ସେହି ବ୍ୟବସାୟୀ ଙ୍କୁ ଦୁଇଥର ଟିକସ ଦେବାକୁ ପଡିଥାଏ ଯାହାକି ବ୍ୟବସାୟୀ ଙ୍କ ପ୍ରତି ଏକ ଆର୍ଥିକ ଦଣ୍ଡ ଏବଂ ଅନ୍ୟାୟ।
୨— ସେହିପରି ଅନଲାଇନ ବ୍ୟବସାୟ ଉପରେ ଆଜି ପର୍ଯ୍ୟନ୍ତ ସରକାର କୌଣସି ନିର୍ଦ୍ଧିଷ୍ଟ ଆଇନ ପ୍ରବର୍ତ୍ତନ କରିନାହାନ୍ତି। ଯାହାଦ୍ବାରା ଅନଲାଇନ କମ୍ପାନୀ ମାନେ ଅଫ ଲାଇନ ବ୍ୟବସାୟୀ ଙ୍କ ବ୍ୟବସାୟ ବନ୍ଦ କରିବା ପାଈଁ ନାନା ପ୍ରକାର ଚକ୍ରାନ୍ତ କରି ଗ୍ରାହକ ମାନଙ୍କୁ ଭ୍ରମିତ କରୁଛନ୍ତି।
୩— ଖାଦ୍ୟ ନିରାପତ୍ତା ମାନ ଆଇନ ( F S S A I ) ଆଇନରେ ପ୍ରତ୍ୟେକ ବର୍ଷ ନୂତନ ଭାବେ ଅନୁମତି ନେବା ଏବଂ ନିର୍ଦ୍ଧିଷ୍ଟ ତାରିଖରୁ ବିଳମ୍ବ ହେଲେ ପ୍ରତ୍ୟେକ ଦିନ ଟ୧୦୦.୦୦ ଜୋରିମାନା।

Mo sapath

Leave A Reply

Your email address will not be published.