Blank space
Blank space
Breaking News/ମୁଖ୍ୟ ଖବର:
କଟକ ସ୍ଥିତ ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ୍ ଠାରେ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା “ଓଡିଶା ମାଷ୍ଟର୍ସ ୨୦୨୫” ଉଦ୍‌ଘାଟିତବିଧାନସଭା ଠାରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀ ପାଳିତ୪୪,୭୭୧ କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ କେନ୍ଦ୍ର ଅନୁମୋଦନକେଏଲ୍ ବିଶ୍ବବିଦ୍ୟାଳୟ ପକ୍ଷରୁ କ୍ୟାରିୟର ସମ୍ମିଳନୀକଳିଙ୍ଗ ଷ୍ଟାଡ଼ିୟମ୍‌ରେ ଆରମ୍ଭ ହେଲା ୩୭ତମ ସବ-ଜୁନିୟର ଜାତୀୟ ବ୍ୟାଡ଼ମିଣ୍ଟନ ଚାମ୍ପିୟନସିପ୍୨୩ ରେ ପାରାଦୀପ ଡମ୍ପର ମାଲିକ ସଙ୍ଘ ନିର୍ବାଚନ : ସଦା ଙ୍କ ପଲ୍ଲା ଭାରି !ବିଧାନସଭା ପରିସରରେ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତପାରାଦୀପ କଲେଜ ଏନସିସି ଓ ଆଲୁମୁନି ଆସୋସିଏସନ ପକ୍ଷରୁ ମେଗା ରକ୍ତଦାନ ଶିବିର ଆୟୋଜିତ : ୧୧୬ ୟୁନିଟ ରକ୍ତ ସଂଗୃହିତସରକାରୀ ଯୋଜନାରେ ବଦଳିନି ୪ ଅସହାୟ ପିଲାଙ୍କ ଭାଗ୍ୟ : ଭବିଷ୍ୟତ ଅନ୍ଧାରରେ, ସହାୟତା ପାଇଁ ସ୍ନେହମୟୀ ଙ୍କ ପ୍ରଚେଷ୍ଟାନଭେମ୍ବର ମାସ ଶେଷ ସୁଦ୍ଧା ସାରା ରାଜ୍ୟରେ ଗୁଣାତ୍ମକ ଆଳୁ ବିହନ ବିତରଣ ପାଇଁ ଲକ୍ଷ୍ଯବ୍ୟାଙ୍କ ଅଫ ବରୋଦା ଦ୍ୱାରା ମେଗା କିଷାନ ମେଳା ଆୟୋଜିତଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିର
Blank space

ଭୁବନେଶ୍ୱରରେ ଖୋଲିଲା ମମ ଆଣ୍ଡ ବେବି କେୟାର

ଗର୍ଭବତୀ ମହିଳା ଓ ଶିଶୁଙ୍କ ପାଇଁ ସମସ୍ତ ଆବଶ୍ୟକ ଜିନିଷ ମିଳିପାରିବ ଏବେ ଗୋଟିଏ ସ୍ଥାନରେ ।

0

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୦୧/୦୩ ଭୁବନେଶ୍ୱରର ଜନପଥ ଠାରେ ଗର୍ଭବତୀ ମହିଳା ଓ ନବଜାତ ଶିଶୁଶ୍ରେଣୀର ପ୍ରମୁଖ ଷ୍ଟୋର “ମମ ଆଣ୍ଡ ବେବି କେୟାର” ର ଉଦ୍ଘାଟନ ହୋଇଯାଇଛ। ଯେଉଁଥିରେ କି ଏହି ବର୍ଗ ର ସମସ୍ତ ଦରକାରୀ ସାମଗ୍ରୀ ଯଥା ଶିଶୁ ପୋଷକ, ଖେଳନା, ଟ୍ରଲର,ବିଛଣା, ଦୋଳି,ଜୋତା ଓ ଆହୁରି ଅନେକର ଭରପୁର ସମ୍ଭାର ଗ୍ରାହକ ମାନଙ୍କ ପାଇଁ ଉପଲବ୍ଧ ହୋଇପାରିବ । ତତସହିତ ମହିଳା ଶ୍ରେଣୀର ବିଶେଷ କରି ଗର୍ଭବତୀ ମହିଳା ମାନଙ୍କର ଅତ୍ୟାବଶ୍ୟକ ପୋଷକ ପରିପାଟୀ ଓ ଅନ୍ତବସ୍ତ୍ର,,ଖାଦ୍ୟ ପୋଷାକ ଶ୍ରେଣୀ ମଧ୍ୟ ଅନ୍ତର୍ଭୁକ୍ତ କରାଯାଇଛି । ବିଶେଷ ଭାବେ ମିହିଳା ଗର୍ଭବତୀ ହେବା ପରଠୁ ଶିଶୁ ଜନ୍ମ ଓ ଶିଶୁ ଅନୁନ୍ୟ ପାଞ୍ଚ ବର୍ଷ ହେବା ପର୍ଯ୍ୟନ୍ତ ଯେତେସବୁ ପରିଚ୍ଛେଦ ଆବଶ୍ୟକ ସେସବୁର ସମସ୍ତ ଉପକରଣ ମାନ୍ୟବର ସାସଂଦ ଶ୍ରୀମତୀ ଅପରାଜିତା ଷଡ଼ଙ୍ଗୀ ଷ୍ଟୋରଟିକୁ ଫିତାକାଟି ଗ୍ରହକଙ୍କ ଉଦେଶ୍ୟରେ ଲୋକାର୍ପଣ କରିଥିଲେ ।

Mo sapath

Leave A Reply

Your email address will not be published.