Blank space
Breaking News/ମୁଖ୍ୟ ଖବର:
ଶିକ୍ଷା, ସଚେତନତା ମାଧ୍ୟମରେ ମଧ୍ୟସ୍ଥତା ସଂସ୍କୃତି ସୃଷ୍ଟି କରିବା ଉପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଗୁରୁତ୍ୱାରୋପରନ୍ଧନ ଗ୍ୟାସ ବ୍ୟବହାର କରୁଛନ୍ତି କି ହେଇ ଯାଆନ୍ତୁ ସାବଧାନ !ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଓଡ଼ିଶା କମ୍ୟୁନିଟି ଟ୍ୟାଙ୍କ ବିକାଶ ସମିତି ପରିଚାଳନା ପରିଷଦର ଦ୍ୱାଦଶ ବୈଠକ ଅନୁଷ୍ଠିତଦ୍ଵିତୀୟ ନ୍ୟାସନାଲ ମେଡିଏସନ କର୍ମଶାଳା ନେଇ ପ୍ରସ୍ତୁତି ବୈଠକଏନ୍.ଭାସ୍କର ରାଓ ଓ ହିମିରିକାଙ୍କ ଇସ୍ତଫାକଟକ ଜିଲ୍ଲାରେ ରାଜସ୍ୱ ଓ ଭୂଅର୍ଜନ ସମ୍ବନ୍ଧୀୟ ସମୀକ୍ଷା ବୈଠକ ଅନୁଷ୍ଠିତଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁ
Blank space
Blank space

ଆସନ୍ତା ମାର୍ଚ୍ଚ ୨୭ରେ ଭୁବନେଶ୍ୱର ଓକିଲ ସଂଘ ନିର୍ବାଚନ

ଓକିଲ ସଂଘ ପକ୍ଷରୁ ସୁଦାମ ଚରଣ ଦାସଙ୍କୁ ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ ମନୋନିତ କରାଯାଇଛି

0

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୦୩/୦୩ ମାର୍ଚ୍ଚ ୨୭ ତାରିଖରେ ଭୁବନେଶ୍ୱର ଓକିଲ ସଂଘ ନିର୍ବାଚନ । ଏଥି ପାଇଁ ଓକିଲ ସଂଘର ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ ସୁଦାମ ଚରଣ ଦାସଙ୍କୁ ମନୋନିତ କରାଯାଇଛି। ଶ୍ରୀ ସୁଦାମ ଚରଣ ଦାସଙ୍କ ସୂଚନା ଅନୁଯାୟୀ ରାଜ୍ୟ ଆଇନଜୀବୀ ପରିଷଦ ଦ୍ବାରା ରାଜ୍ୟରେ ୱାନ୍‌ ବାର୍‌ ୱାନ୍‌ ଭୋଟ୍ ନିୟମ ଲାଗୁ ହୋଇଥିବାରୁ ଗୋଟିଏ ଦିନ ସବୁ ଓକିଲ ସଂଘର ନିର୍ବାଚନ ହେବ। ଚଳିତ ମାସ ୬ତାରିଖରୁ ୮ତାରିଖ ପର୍ଯ୍ୟନ୍ତ ନାମାଙ୍କନପତ୍ର ଦାଖଲ କରିବେ। ୧୩ତାରିଖରେ ପ୍ରାର୍ଥପତ୍ର ପ୍ରତ୍ୟାହାର ଗ୍ରହଣ କରାଯିବ। ୧୫ତାରିଖରେ ପ୍ରାର୍ଥିଙ୍କ ନାମ ଘୋଷଣା କରାଯିବ। ୨୭ତାରିଖରେ ସକାଳ ୮ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ନିର୍ବାଚନ କରାଯିବ। ସେହିଦିନ ଅପରାହ୍ନ ୪ଟାରୁ ଭୋଟ ଗଣତି କରାଯିବ। ଏହି ନିର୍ବାଚନକୁ ଶ୍ରୀ ଦାସଙ୍କ ସମେତ ବରିଷ୍ଠ ଆଇନଜୀବୀ ଜଗନ୍ନାଥ ଦାଥ ଦାସ, ଆଶିଷ କୁମାର ଦାସ, ରାଜେଶ୍ବର ହୋତା, ସୌଭାଗ୍ୟ ଶଙ୍କର ଦେଓ ସହାୟକ ନିର୍ବାଚନ ଅଧିକାରୀ ଭାବେ କାର୍ଯ୍ୟ କରିବେ ବୋଲି ଭୁବନେଶ୍ବର ଓକିଲ ସଂଘର ସମ୍ପାଦକ ରାଜ୍‌ କିଶୋର ଦାସ ସୂଚନା ପ୍ରଦାନ କରିଛନ୍ତି। ଏହି ନିର୍ବାଚନ ସୁରୁଖୁରୁରେ ହେବାକୁ ସେ ନିବେଦନ କରିଛନ୍ତି।

Mo sapath

Leave A Reply

Your email address will not be published.