Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ଆସନ୍ତା ମାର୍ଚ୍ଚ ୨୭ରେ ଭୁବନେଶ୍ୱର ଓକିଲ ସଂଘ ନିର୍ବାଚନ

ଓକିଲ ସଂଘ ପକ୍ଷରୁ ସୁଦାମ ଚରଣ ଦାସଙ୍କୁ ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ ମନୋନିତ କରାଯାଇଛି

0

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୦୩/୦୩ ମାର୍ଚ୍ଚ ୨୭ ତାରିଖରେ ଭୁବନେଶ୍ୱର ଓକିଲ ସଂଘ ନିର୍ବାଚନ । ଏଥି ପାଇଁ ଓକିଲ ସଂଘର ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ ସୁଦାମ ଚରଣ ଦାସଙ୍କୁ ମନୋନିତ କରାଯାଇଛି। ଶ୍ରୀ ସୁଦାମ ଚରଣ ଦାସଙ୍କ ସୂଚନା ଅନୁଯାୟୀ ରାଜ୍ୟ ଆଇନଜୀବୀ ପରିଷଦ ଦ୍ବାରା ରାଜ୍ୟରେ ୱାନ୍‌ ବାର୍‌ ୱାନ୍‌ ଭୋଟ୍ ନିୟମ ଲାଗୁ ହୋଇଥିବାରୁ ଗୋଟିଏ ଦିନ ସବୁ ଓକିଲ ସଂଘର ନିର୍ବାଚନ ହେବ। ଚଳିତ ମାସ ୬ତାରିଖରୁ ୮ତାରିଖ ପର୍ଯ୍ୟନ୍ତ ନାମାଙ୍କନପତ୍ର ଦାଖଲ କରିବେ। ୧୩ତାରିଖରେ ପ୍ରାର୍ଥପତ୍ର ପ୍ରତ୍ୟାହାର ଗ୍ରହଣ କରାଯିବ। ୧୫ତାରିଖରେ ପ୍ରାର୍ଥିଙ୍କ ନାମ ଘୋଷଣା କରାଯିବ। ୨୭ତାରିଖରେ ସକାଳ ୮ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ନିର୍ବାଚନ କରାଯିବ। ସେହିଦିନ ଅପରାହ୍ନ ୪ଟାରୁ ଭୋଟ ଗଣତି କରାଯିବ। ଏହି ନିର୍ବାଚନକୁ ଶ୍ରୀ ଦାସଙ୍କ ସମେତ ବରିଷ୍ଠ ଆଇନଜୀବୀ ଜଗନ୍ନାଥ ଦାଥ ଦାସ, ଆଶିଷ କୁମାର ଦାସ, ରାଜେଶ୍ବର ହୋତା, ସୌଭାଗ୍ୟ ଶଙ୍କର ଦେଓ ସହାୟକ ନିର୍ବାଚନ ଅଧିକାରୀ ଭାବେ କାର୍ଯ୍ୟ କରିବେ ବୋଲି ଭୁବନେଶ୍ବର ଓକିଲ ସଂଘର ସମ୍ପାଦକ ରାଜ୍‌ କିଶୋର ଦାସ ସୂଚନା ପ୍ରଦାନ କରିଛନ୍ତି। ଏହି ନିର୍ବାଚନ ସୁରୁଖୁରୁରେ ହେବାକୁ ସେ ନିବେଦନ କରିଛନ୍ତି।

Mo sapath

Leave A Reply

Your email address will not be published.