Blank space
Breaking News/ମୁଖ୍ୟ ଖବର:
ଶିକ୍ଷା, ସଚେତନତା ମାଧ୍ୟମରେ ମଧ୍ୟସ୍ଥତା ସଂସ୍କୃତି ସୃଷ୍ଟି କରିବା ଉପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଗୁରୁତ୍ୱାରୋପରନ୍ଧନ ଗ୍ୟାସ ବ୍ୟବହାର କରୁଛନ୍ତି କି ହେଇ ଯାଆନ୍ତୁ ସାବଧାନ !ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଓଡ଼ିଶା କମ୍ୟୁନିଟି ଟ୍ୟାଙ୍କ ବିକାଶ ସମିତି ପରିଚାଳନା ପରିଷଦର ଦ୍ୱାଦଶ ବୈଠକ ଅନୁଷ୍ଠିତଦ୍ଵିତୀୟ ନ୍ୟାସନାଲ ମେଡିଏସନ କର୍ମଶାଳା ନେଇ ପ୍ରସ୍ତୁତି ବୈଠକଏନ୍.ଭାସ୍କର ରାଓ ଓ ହିମିରିକାଙ୍କ ଇସ୍ତଫାକଟକ ଜିଲ୍ଲାରେ ରାଜସ୍ୱ ଓ ଭୂଅର୍ଜନ ସମ୍ବନ୍ଧୀୟ ସମୀକ୍ଷା ବୈଠକ ଅନୁଷ୍ଠିତଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁ
Blank space
Blank space

ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଓଡ଼ିଶା କମ୍ୟୁନିଟି ଟ୍ୟାଙ୍କ ବିକାଶ ସମିତି ପରିଚାଳନା ପରିଷଦର ଦ୍ୱାଦଶ ବୈଠକ ଅନୁଷ୍ଠିତ

0

ଭୁବନେଶ୍ୱର, ନିରପେକ୍ଷ ଖବର :ତା ୧୪/୦୯/୨୦୨୫
ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଆଜି ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଓଡ଼ିଶା କମ୍ୟୁନିଟି ଟ୍ୟାଙ୍କ ବିକାଶ ଏବଂ ପରିଚାଳନା କମିଟିର ଦ୍ୱାଦଶ ପରିଚାଳନା ପରିଷଦ ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ବିଭନ୍ନ ଫସଲ ପାଇଁ ଜଳର ସୁଷମ ବଣ୍ଟନ, ଜଳର ଉପଯୁକ୍ତ ପରିଚାଳନା, ଯାନ୍ତ୍ରିକ ବ୍ୟବହାର ମାଧ୍ୟମରେ ସିଧାସଳଖ ଜମିରେ ବିହନ ବୁଣିବା, ସବୁଜ ସାର ସୃଷ୍ଟି, ଧାନ ଚାଷ ସହିତ ମାଛ ଚାଷ, ବୈଜ୍ଞାନିକ ପଦ୍ଧତିରେ ମାଛ ଚାଷ ଭଳି ଅଭ୍ୟାସ, ଜଳବାୟୁ ସହନଶୀଳ କୃଷିକୁ ପ୍ରୋତ୍ସାହିତ କରିବା ସହିତ ଜଳ ବ୍ୟବହାରକାରୀ ଏବଂ କୃଷକଙ୍କ ଜୀବନକୁ କିପରି ପରିବର୍ତ୍ତନ କରୁଛି, ସେ ସଂପର୍କରେ ବିସ୍ତୃତ ଉପସ୍ଥାପନ କରାଯାଇଥିଲା ।
ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଜଳ ସଂପଦ ବିଭାଗ ଶ୍ରୀମତୀ ଅନୁ ଗର୍ଗ, ମତ୍ସ୍ୟ ଓ ପ୍ରାଣୀ ସଂପଦ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ, ପଂଚାୟତିରାଜ ଓ ପାନୀୟ ଜଳ ବିଭାଗ କମିଶନର ତଥା ଶାସନ ସଚିବ ଶ୍ରୀ ଗିରୀଶ ଏସ୍ .ଏନ୍ ଙ୍କ ସହିତ କୃଷି, ଉଦ୍ୟାନ କୃଷି ଓ ସମ୍ପୃକ୍ତ ବିଭିନ୍ନ ବିଭାଗର ବରିଷ୍ଠ ପଦାଧିକାରୀ ତଥା ପରିଷଦର ସଦସ୍ୟମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶ ଗ୍ରହଣ କରି ମତ ରଖିଥିଲେ ।

Mo sapath

Leave A Reply

Your email address will not be published.