Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ଅଗଷ୍ଟ ମାସ ପ୍ରଥମ ସପ୍ତାହରୁ ଖୋଲିବ କଲେଜ୍‌ …. 

0

ଭୁବନେଶ୍ଵର,ନିରପେକ୍ଷ ଖବର:୩୦/୦୬/୨୦୧୯: ଅଗଷ୍ଟ ମାସ ପ୍ରଥମ ସପ୍ତାହରୁ ଖୋଲିବ କଲେଜ୍‌ । ସଠିକ୍ ସମୟରେ ପାଠ୍ୟକ୍ରମ ଶେଷ,ପରୀକ୍ଷା ପରିଚାଳନା ଓ ଫଳାଫଳ ପ୍ରକାଶ ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଗୁରୁତ୍ଵ ଦିଆଯାଇଛି । ଶିକ୍ଷା କ୍ଷେତ୍ରରେ ବିକାଶ ଆଣିବାକୁ ଛାତ୍ରଛାତ୍ରୀଙ୍କ ଉପସ୍ଥାନ ଯେତିକି ଦରକାର ଶିକ୍ଷକଙ୍କ ଉପସ୍ଥାନ ମଧ୍ୟ ସେତିକି ଦରକାର। ସେଥିପାଇଁ ଛାତ୍ରଛାତ୍ରୀଙ୍କ ଉପସ୍ଥାନକୁ ସର୍ବନିମ୍ନ ୭୫ ପ୍ରତିଶତ ରଖାଯାଇଛି। ଯଦି ଏହି ଉପସ୍ଥାନ ହାସଲରେ କୌଣସି ଛାତ୍ର ବିଫଳ ହୁଅନ୍ତି ତେବେ ସେହି ଛାତ୍ରଙ୍କୁ ପରୀକ୍ଷା ଦେବାକୁ ଅନୁମତି ଦିଆଯିବ ନାହିଁ। ସେହିଭଳି ଶିକ୍ଷକଙ୍କୁ ମଧ୍ୟ କଲେଜ୍‌ରେ ସର୍ବନିମ୍ନ ୭ ଘଣ୍ଟାଉପସ୍ଥିତ ରହିବାକୁ ବାଧ୍ୟତାମୂଳକ କରାଯାଇଛି। ପୂର୍ବରୁ ଏହା ୫ ଘଣ୍ଟା ଥିଲା। ଶିକ୍ଷାକଙ୍କ ଉପସ୍ଥିତି ସମ୍ପର୍କରେ ତଥ୍ୟ ରଖିବା ଲାଗି ବାୟୋମାଟ୍ରିକ୍‌ ବ୍ୟବସ୍ଥା ମଧ୍ୟ ସମସ୍ତ କଲେଜ୍‌ରେ କରାଯିବ। ଏବେ ଠାରୁ ୫୨ଟିଯାକ ସରକାରୀ କଲେଜକୁ ବିଭାଗୀୟ ମନ୍ତ୍ରୀ ଅରୁଣ ସାହୁ ନିର୍ଦେଶ ଦେଇଛନ୍ତି। ମନ୍ତ୍ରୀ ଶ୍ରୀ ସାହୁ କହିଛନ୍ତି ୫୨ ସରକାରୀ କଲେଜରୁ ୧୬ଟି କଲେଜ୍‌ରେ ବାୟୋମେଟ୍ରିକ୍‌ ଲଗାଇବାର ବ୍ୟବସ୍ଥା ହେଇଯାଇଛି। ବିଶ୍ଵବ୍ୟାଙ୍କ୍‌ ଟଙ୍କାର ଉପଯୋଗ କରି ଅନ୍ୟ କଲେଜମାନେ ଏ ବିଷୟରେ ପଦକ୍ଷେପ ନେବାକୁ ସେ ନିର୍ଦେଶ ଦେଇଛନ୍ତି। ଏହା ଗୁଣାତ୍ମକ ଶିକ୍ଷାର ବିକାଶରେ ସହାୟକ ହେବ ବୋଲି ସେ କହିଛନ୍ତି।

Mo sapath

Leave A Reply

Your email address will not be published.