Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ବିଜୁ ଛାତ୍ର ଜନତା ଦଳ ରାଜ୍ୟ ସାଧାରଣ ସମ୍ପାଦିକା ଦେବସ୍ମିତା ଦାସଙ୍କ ନେତୃତ୍ବରେ ୭୫ ୟୁନିଟ୍ ରକ୍ତ ସଂଗ୍ରହ

0

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୧୮/୦୪ ଆଜି ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଓଡ଼ିଶା ମୋ ପରିବାର ଓ ଜୀବନ ବିନ୍ଦୁ ଆନୁକୂଲ୍ୟରେ ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦିକା ଦେବସ୍ମିତା ଦାସଙ୍କ ନେତୃତ୍ବରେ ଆୟୋଜିତ ରକ୍ତଦାନ ଶିବିରରେ ୭୫ୟୁନିଟ୍ ରକ୍ତ ସଂଗ୍ରହ ହୋଇଥିଲା । ଏହି ରକ୍ତଦାନ ଶିବିରକୁ ବିଜୁ ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ ଯୁବ ବ୍ୟାପାର ପ୍ରଣବ ବଳବନ୍ତରାୟ, ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସଭାପତି ଦେବୀ ରଞ୍ଜନ ତ୍ରିପାଠୀ, ବିଜୁ ଜନତା ଦଳର ଖୋର୍ଦ୍ଧା ଜିଲ୍ଲା ସଭାପତି ବିଭୂତି ବଳନ୍ତରାୟ ଉଦଘାଟନ କରିଥିଲେ। ଏହି ପରିପ୍ରେକ୍ଷୀରେ ଓଡ଼ିଶା ମୋ ପରିବାରର ଆବାହକ ଅରୂପ ପଟ୍ଟନାୟକ ଓଡ଼ିଶା ମୋ ପାରିବାରର ସଂଯୋଜକ ରୁଦ୍ର ସାମନ୍ତରାୟ, ବିଜୁ ଜନତା ଦଳର ଖୋର୍ଦ୍ଧା ଜିଲ୍ଲା ଉପ ସଭାପତି ବିଜୁ ଛୋଟରାୟ ପ୍ରମୁଖ ଉପସ୍ଥିତ ରହି ସମସ୍ତ ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ। ଏହି ଅବସରରେ ବିଜୁ ଛାତ୍ର ଜନତା ଦଳର ଖୋର୍ଦ୍ଧା ଜିଲ୍ଲା ସଭାପତି ବିଶ୍ୱଦିପ ପ୍ରଧାନ, ବିଜୁ ଛାତ୍ର ଜନତା ଦଳର କାର୍ଯ୍ୟକାରୀ ସଭାପତି ରାଜେଶ ରାଜ ସ୍ୱାଇଁ, ବିଜୁ ଛାତ୍ର ଜନତା ଦଳର ମହାସଚିବ ଇପ୍ସିତା ସାହୁ, ବିଜୁ ଛାତ୍ର ଜନତା ଦଳର ବରିଷ୍ଠ ଉପସଭାପତି ସ୍ୱାଗତିକା ମହାନ୍ତି , ବିଜୁ ଛାତ୍ର ଜନତା ଦଳର ରାଜ୍ୟ ଉପସଭାପତି ପ୍ରଦୋଷ ପରିଡ଼ା, ଅପୂର୍ବ ଅପରୂପା, ରାଜ୍ୟ ସାଧାରଣ ସମ୍ପାଦକ ସୁଜିତ୍ ପାଲଟା ସିଂ, ରାଜ୍ୟ ସମ୍ପାଦକ ସୁଚିଶ୍ମିତା ବେହେରା, ବିଜୁ ଯୁବ ଜନତା ଦଳର ରାଜ୍ୟ ସମ୍ପାଦିକା ରାଜଲକ୍ଷ୍ମୀ ବେହେରା ପ୍ରମୁଖ ଉପସ୍ଥିତ ଥିଲେ।

Mo sapath

Leave A Reply

Your email address will not be published.