Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ଆଇ.ଏ.ଏସ୍. ସ୍ତରରେ ବଡ଼ ଧରଣର ଅଦଳବଦଳ….

ନୂଆ ବିଏମସିର କମିଶନର ଭାବରେ ସଞ୍ଜୟ ସିଂହଙ୍କୁ ନିଯୁକ୍ତି....

0

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୧୧/୦୫ ପ୍ରେମଚନ୍ଦ୍ର ଚୌଧୁରୀଙ୍କୁ ମିିଳିଲା ନୂଆ ଦାଇତ୍ୱ। ପୂର୍ବରୁ ବିଏମସି କମିଶନର ତଥା ଭୁବନେଶ୍ୱର ଡେଭ୍ଲପମେଣ୍ଟ ଅଥୋରିଟି ଭାଇସ୍ ଚେୟାରମ୍ୟାନ୍ ଓ ଭୁବନେଶ୍ୱର ସ୍ମାର୍ଟ ସିଟି ସିଇଓ ଦାୟିତ୍ୱରେ ଥିଲେ । ତାଙ୍କୁ ଏବେ ସାଧାରଣ ପ୍ରଶାସନର ସ୍ବତନ୍ତ୍ର ଅଧିକାରୀ ଭାବେ ନିଯୁକ୍ତି ଦିଆଯାଇଛି । ତାଙ୍କ ସ୍ଥାନରେ ସଞ୍ଜୟ କୁମାର ସିଂ ଙ୍କୁ ନୂଆ ବିଏମସି କମିଶନର ଭାବେ ଦାୟିତ୍ୱ ଦେବା ସହ ବି.ଡି.ଏ ଉପାଧ୍ୟକ୍ଷ ଦାୟିତ୍ୱ ଓ ସ୍ମାର୍ଟ ସିଟିର ସିଇଓ ଦାୟିତ୍ୱ ମଧ୍ୟ ଦିଆଯାଇଛି।ଏନେଇ ସରକାରଙ୍କ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି। ଏହା ସହ ବିଷ୍ଣୁପଦ ସେଠୀଙ୍କୁ ସୂଚନା ଓ ଲୋକ ସଂପର୍କ ଦାୟିତ୍ୱ ଦିଆଯାଇଛି । ବିଷ୍ଣୁପଦ ସେଠୀ ଏବେ ରାଜସ୍ୱ ବିଭାଗର ପ୍ରମୁଖ ସଚିବ ଓ ଓଡ଼ିଆ ଭାଷା ସାହିତ୍ୟ , ସଂସ୍କୃତି ବିଭାଗ ଦାୟିତ୍ୱରେ ମଧ୍ୟ ଅଛନ୍ତି । ଏହା ସହିତ କିଶନ କୁମାରଙ୍କୁ ଇଡ୍ କୋ ଅତିରିକ୍ତ ଦାୟିତ୍ୱ ମିଳିଛି । କିଶନ କୁମାର ଏବେ ପୂର୍ତ୍ତ ବିଭାଗ ସଚିବ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ପି କେ ଡି ଏ ଅତିରିକ୍ତ ଦାୟିତ୍ୱରେ ଅଛନ୍ତି । ହେମନ୍ତ ଶର୍ମାଙ୍କୁ ଦକ୍ଷତା ବିକାଶ ବିଭାଗର ଅତିରିକ୍ତ ଦାୟିତ୍ୱ ଓ, ବୈଷୟିକ ଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ ମିଲିବା ସହ ଏବେ ଶିଳ୍ପ ବିଭାଗର ସଚିବ ଓ ଇପିକଲର ଅଧ୍ୟକ୍ଷ ଦାୟିତ୍ୱରେ ମଧ୍ୟ ସେଅଛନ୍ତି ।

Mo sapath

Leave A Reply

Your email address will not be published.