Blank space
Breaking News/ମୁଖ୍ୟ ଖବର:
ଶିକ୍ଷା, ସଚେତନତା ମାଧ୍ୟମରେ ମଧ୍ୟସ୍ଥତା ସଂସ୍କୃତି ସୃଷ୍ଟି କରିବା ଉପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଗୁରୁତ୍ୱାରୋପରନ୍ଧନ ଗ୍ୟାସ ବ୍ୟବହାର କରୁଛନ୍ତି କି ହେଇ ଯାଆନ୍ତୁ ସାବଧାନ !ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଓଡ଼ିଶା କମ୍ୟୁନିଟି ଟ୍ୟାଙ୍କ ବିକାଶ ସମିତି ପରିଚାଳନା ପରିଷଦର ଦ୍ୱାଦଶ ବୈଠକ ଅନୁଷ୍ଠିତଦ୍ଵିତୀୟ ନ୍ୟାସନାଲ ମେଡିଏସନ କର୍ମଶାଳା ନେଇ ପ୍ରସ୍ତୁତି ବୈଠକଏନ୍.ଭାସ୍କର ରାଓ ଓ ହିମିରିକାଙ୍କ ଇସ୍ତଫାକଟକ ଜିଲ୍ଲାରେ ରାଜସ୍ୱ ଓ ଭୂଅର୍ଜନ ସମ୍ବନ୍ଧୀୟ ସମୀକ୍ଷା ବୈଠକ ଅନୁଷ୍ଠିତଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁ
Blank space
Blank space

ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ବରିଷ୍ଠ ଆଇ.ଏ.ଏସ୍‌ ଅଧିକାରୀ ଶ୍ରୀ ବିଷ୍ଣୁପଦ ସେଠୀ

0

ଭୁବନେଶ୍ୱର,ନିରପେକ୍ଷ ଖବର:ତା ୧୩/୦୫ ଭାରତୀୟ ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ଶ୍ରୀ ବିଷ୍ଣୁପଦ ସେଠୀ ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ନୂତନ ପ୍ରମୁଖ ଶାସନ ସଚିବଙ୍କ ଦାୟିତ୍ୱ ଗ୍ରହଣ ଅବସରରେ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ଶ୍ରୀ କୃପାସିନ୍ଧୁ ମିଶ୍ର ବିଭାଗର କାର୍ଯ୍ୟଧାରା ତଥା ମହାମାରୀ କରୋନା ପରିପ୍ରେକ୍ଷୀରେ ବିଭାଗ ତରଫରୁ ଜାରି ରହିଥିବା ବିଭିନ୍ନ କାର୍ଯ୍ୟକ୍ରମ ସଂପର୍କରେ ପ୍ରମୁଖ ଶାସନ ସଚିବଙ୍କୁ ଅବଗତ କରାଇଥିଲେ । ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ନିରଞ୍ଜନ ସେଠୀ ବିଭାଗ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଡିଜିଟାଲ୍‌ ଅର୍କାଇଭ୍‌ ସଂପର୍କରେ ପ୍ରମୁଖ ଶାସନ ସଚିବଙ୍କୁ ଜଣାଇଥିଲେ । ପ୍ରମୁଖ ଶାସନ ସଚିବଙ୍କ କାର୍ଯ୍ୟଭାର ଗ୍ରହଣ ଅବସରରେ ସୂଚନା ଓ ଲୋକସଂପର୍କ ବିଭାଗର ଯୁଗ୍ମ ସଚିବ ବିଷ୍ଣୁପ୍ରିୟା ସାହୁ, ଯୁଗ୍ମ ନିର୍ଦ୍ଦେଶକ ଡ. ପ୍ରମୋଦ କୁମାର ମଲ୍ଲିକ, ଯୁଗ୍ମ ନିର୍ଦ୍ଦେଶକ ସୁରେନ୍ଦ୍ର ପରିଡ଼ା ଏବଂ ବହୁ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।ସୂଚନାଯୋଗ୍ୟ ଯେ ପ୍ରମୁଖ ଶାସନ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ ସୂଚନା ଓ ଲୋକସଂପର୍କ ବିଭାଗର ଦାୟିତ୍ୱ ସହ ରାଜସ୍ୱ ଓ ବିପର୍ଯ୍ୟାୟ ପରିଚାଳନା ବିଭାଗ ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମଧ୍ୟ ପ୍ରମୁଖ ଶାସନ ସଚିବ ଭାବେ କାର୍ଯ୍ୟରତ ।

Mo sapath

Leave A Reply

Your email address will not be published.