Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ଜୁଲାଇ ୧୫ ପର୍ଯ୍ୟନ୍ତ ଲକଡାଉନ ଅବଧି ବୃଦ୍ଧି

0

ନୂଆଦିଲ୍ଲୀ,ନିରପେକ୍ଷ ଖବର:ତା ୨୮/୦୬ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆଜି ପଶ୍ଚିମବଙ୍ଗ ସରକାର ଲକଡାଉନ ଅବଧିକୁ ଜୁଲାଇ ୧୫ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଏହି ଲକଡାଉନ ନିୟମରେ ସାମାନ୍ଯ କୋହଳ କରାଯାଇଛି। ଲକଡାଉନ ସମୟରେ ସମସ୍ତ ସେଲୁନ୍ ବିୟୁଟି ପାର୍ଲର ଗୁଡିକ ଦିନ ୧୧ ଟାରୁ ୬ଟା ଯାଏଁ ଖୋଲିବ।ଆଫିସ ଗୁଡିକ ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ କାର୍ଯ୍ଯ କରିପାରିବେ । ସମସ୍ତ କର୍ମଚାରୀଙ୍କୁ ଟିକା ନେବା ପାଇଁ ବାଧ୍ୟତାମୂଳକ। ଅଫିସ ଗୁଡିକ ସକାଳ ୧୦ରୁ ୪ଟା ଯାଏ ଖୋଲାରହିବ। ସମସ୍ତ ହାଟ ବଜାର ସକାଳ ୬ ରୁ ୧୨ଟା ପର୍ଯ୍ୟନ୍ତ ଖୋଲା ରହିବ । ଅନ୍ୟ ସମସ୍ତ ଦୋକାନଗୁଡିକ ଦିନ ୧୧ଟାରୁ ରାତି ୮ଟା ଯାଏଁ ଖୋଲା ରହିବ। ଜିମ୍ ଗୁଡିକ ୫୦ ପ୍ରତିଶତ କ୍ଷମତା ସହିତ ଖୋଲା ହେବ। ଘରୋଇ ଏବଂ ସରକାରୀ ବସ୍ ୫୦ ପ୍ରତିଶତ ଯାତ୍ରୀଙ୍କୁ ନେଇ ଚଳାଚଳ କରିପାରିବ।

Mo sapath

Leave A Reply

Your email address will not be published.