Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ଅନ୍ତର୍ଜାତୀୟ ସଂସ୍ଥା “ବିଜ୍ନେସ୍ ସଲ୍ୟୁସନ୍ ” ପକ୍ଷରୁ ଡାକ୍ତର ପ୍ରେମାନନ୍ଦ ପଟନାୟକଙ୍କୁ ଗୋଲ୍ଡେନ୍ ଏଆଇମ୍ . ଆୱାର୍ଡରେ ସମ୍ମାନୀତ

0

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୧୦/୦୭ ସିକିତ୍ସା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ପେଟ ରୋଗ ଓ ଲାପରୋସ୍କୋପି ସର୍ଜନ ଡାକ୍ତର ପ୍ରେମାନନ୍ଦ ପଟନାୟକଙ୍କୁ ଅନ୍ତର୍ଜାତୀୟ ସଂସ୍ଥା “ବିଜ୍ନେସ୍ ସଲ୍ୟୁସନ୍ ” ପକ୍ଷରୁ ଗୋଲ୍ଡେନ୍ ଏଆଇମ୍ . ଆୱାର୍ଡରେ ସମ୍ମାନୀତ କରାଯାଇଛି। ଅନଲାଇନ୍ ରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଡାକ୍ତର ପଟ୍ଟନାୟକଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଥିଲା। କାର୍ଯ୍ୟକ୍ରମରେ ଇଣ୍ଡିଆନ୍ ମେଡିକାଲ ଆସୋସିଏସନ୍ (ଆଇ ଏମ୍ ଏ ) ର ସଭାପତି ଡା. ଅରୁଲରାଜ ଓ ଥାଇରୋକେୟାରର ପ୍ରତିଷ୍ଠାତା ବେଲୁମଣି ପ୍ରମୁଖ ଅଂଶ ଗ୍ରହଣ କରିଥିଲେ। ଡାକ୍ତର ପଟ୍ଟନାୟକଙ୍କ ଜନ୍ମ ସ୍ଥାନ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ନିରାକାରପୁର ଥାନା କଣ୍ଠପୁର ଗ୍ରାମରେ। ନୂଆଦିଲ୍ଲୀ ଏମ୍ସ. ପିଜିଆଇ , ଚଣ୍ଡିଗଡ଼ , ମାଡ୍ରାସ ମେଡ଼ିକାଲ କଲେଜ ଭଳି ପ୍ରତିଷ୍ଠିତ ଅନୁଷ୍ଠାନରେ କାର୍ଯ୍ୟ କରିଥିବା ଡାକ୍ତର ପଟ୍ଟନାୟକ ଏବେ ହାଇଟେକ୍ ମେଡିକାଲ କଲେଜର ଗ୍ୟାଷ୍ଟ୍ରୋସାଇନ୍ସ ବିଭାଗର ନିର୍ଦେଶକ ଓ ବିଭାଗୀୟ ମୁଖ୍ୟ ଭାବେ କାର୍ଯ୍ୟ କରୁଛନ୍ତି।

Mo sapath

Leave A Reply

Your email address will not be published.