Blank space
Blank space
Breaking News/ମୁଖ୍ୟ ଖବର:
କଟକ ସ୍ଥିତ ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ୍ ଠାରେ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା “ଓଡିଶା ମାଷ୍ଟର୍ସ ୨୦୨୫” ଉଦ୍‌ଘାଟିତବିଧାନସଭା ଠାରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀ ପାଳିତ୪୪,୭୭୧ କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ କେନ୍ଦ୍ର ଅନୁମୋଦନକେଏଲ୍ ବିଶ୍ବବିଦ୍ୟାଳୟ ପକ୍ଷରୁ କ୍ୟାରିୟର ସମ୍ମିଳନୀକଳିଙ୍ଗ ଷ୍ଟାଡ଼ିୟମ୍‌ରେ ଆରମ୍ଭ ହେଲା ୩୭ତମ ସବ-ଜୁନିୟର ଜାତୀୟ ବ୍ୟାଡ଼ମିଣ୍ଟନ ଚାମ୍ପିୟନସିପ୍୨୩ ରେ ପାରାଦୀପ ଡମ୍ପର ମାଲିକ ସଙ୍ଘ ନିର୍ବାଚନ : ସଦା ଙ୍କ ପଲ୍ଲା ଭାରି !ବିଧାନସଭା ପରିସରରେ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତପାରାଦୀପ କଲେଜ ଏନସିସି ଓ ଆଲୁମୁନି ଆସୋସିଏସନ ପକ୍ଷରୁ ମେଗା ରକ୍ତଦାନ ଶିବିର ଆୟୋଜିତ : ୧୧୬ ୟୁନିଟ ରକ୍ତ ସଂଗୃହିତସରକାରୀ ଯୋଜନାରେ ବଦଳିନି ୪ ଅସହାୟ ପିଲାଙ୍କ ଭାଗ୍ୟ : ଭବିଷ୍ୟତ ଅନ୍ଧାରରେ, ସହାୟତା ପାଇଁ ସ୍ନେହମୟୀ ଙ୍କ ପ୍ରଚେଷ୍ଟାନଭେମ୍ବର ମାସ ଶେଷ ସୁଦ୍ଧା ସାରା ରାଜ୍ୟରେ ଗୁଣାତ୍ମକ ଆଳୁ ବିହନ ବିତରଣ ପାଇଁ ଲକ୍ଷ୍ଯବ୍ୟାଙ୍କ ଅଫ ବରୋଦା ଦ୍ୱାରା ମେଗା କିଷାନ ମେଳା ଆୟୋଜିତଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିର
Blank space

ଅଗଷ୍ଟ ୧ ପର୍ଯ୍ୟନ୍ତ ଆଂଶିକ ଲକଡାଉନ,ପୂର୍ବ ପରି A ଓ B କାଟେଗୋରୀ ସହିତ ରହିବ ସାମାନ୍ୟ କୋହଳ ନୀୟମ ….

0

*କାଟେଗୋରୀ A’ରେ ରାତି ୮ଟା ଯାଏଁ ଖୋଲିବ ଦୋକାନ ବଜାର …..

*କାଟେଗୋରୀ B’ରେ ସକାଳା ୬ଟାରୁ  ସନ୍ଧ୍ଯା ୫ଟା ଯାଏ ଖୋଲିବ ଦୋକାନ ବଜାର …..

Blank space

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୧୫/୦୭ ଆଂଶିକ ଲକଡାଉନ ନେଇ ମୁଖ୍ଯ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। କରୋନାକୁ ହରାଇବା ପାଇଁ  ରାଜ୍ଯସରକାର ୩୦ ଜିଲ୍ଲାକୁ A ଓ B କ୍ୟାଟେଗୋରୀରେ ବିଭକ୍ତ କରିଥିଲେ । କାଟେଗୋରୀ Aରେ ୨୦ ଓ Bରେ ୧୦ ଜିଲ୍ଲା ପୂର୍ବ ପରି ରହିବ।
କାଟାଗୋରୀ A’ରେ ଥିବା ୨୦ଟି ଜିଲ୍ଲା ଗୁଡିକ ହେଲା-  ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, କଳାହାଣ୍ଡି, ବଲାଙ୍ଗୀର, ନୂଆପଡା, ସୁବର୍ଣ୍ଣପୁର, ଗଞ୍ଜାମ, ଗଜପତି, କନ୍ଧମାଳ, ବଉଦ, କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ରାୟଗଡା , ଅଗୁଗୁଳ, କେନ୍ଦୁଝର ଏବଂ ଢ଼େଙ୍କାନାଳ ।
କାଟାଗୋରୀ B’ ରେ ୧୦ଟି ଜିଲ୍ଲା ଗୁଡ଼ିକ ହେଲା- ନୟାଗଡ, ପୁରୀ, ଖୋର୍ଦ୍ଧା, କଟକ,ମୟୂରଭଞ୍ଜ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର
ପୂର୍ବପରି A ଓ B କାଟେଗୋରୀରେ ଲକଡାଉନ ଜାରି ରହିବ। କାଟେଗୋରୀରେ B’ରେ ପୂର୍ବପରି ସପ୍ତାହନ୍ତ ସଟଡାଉନ ଓ ନାଇଟ କର୍ଫ୍ୟୁ ଜାରି ରହିବ।
ହେଲେ ଏହି ଆଂଶିକ ଲକଡାଉନ ସମୟରେ ସମଗ୍ର ରାଜ୍ୟରେ ବସ୍ ସେବା ଚାଲୁ ରହିବ । ବସରେ ଯେତିକି ସିଟ୍ ସେତିକି ଲୋକ ଯିବାକୁ ଅନୁମତି ମିଳିବ। ଠିଆ ହୋଇ କୌଣସି ଯାତ୍ରୀ ଯାଇପାରିବେ ନାହିିଁ। କେବଳ ପୁରୀରେ ଜୁଲାଇ ୨୫ ପର୍ଯ୍ଯନ୍ତ ବସ୍ ଚଳାଚଳକୁ ବାରଣ କରାଯାଇଛି। ସବୁ ଜିଲ୍ଲାରେ ଚାଲିବ ଟ୍ୟାକ୍ସି ଓ ଅଟୋ।

*ଖୋଲିବ ଜିମ୍, ବିୟୁଟିପାର୍ଲର, ସ୍ପା ଓ ସେଲୁନ
*ଆଉଟଡୋର ସୁଟିଂକୁ ମିଳିଲା ଅନୁମତି
*ପାର୍କ, ମଲ, ସିନେମା ହଲ, ଯାତ୍ରା, ବାର୍ ବନ୍ଦ ରହିବ
*ସ୍କୁଲ, କୋଚିଂ ସେଣ୍ଟର ମଧ୍ୟ ବନ୍ଦ ରହିବ
*ରେଷ୍ଟୁରାଣ୍ଟ ଉଠା ଦୋକାନୀ କେବଳ ପାର୍ସଲ ଦେବେ

Mo sapath

Leave A Reply

Your email address will not be published.