Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ଅଗଷ୍ଟ ୧ ପର୍ଯ୍ୟନ୍ତ ଆଂଶିକ ଲକଡାଉନ,ପୂର୍ବ ପରି A ଓ B କାଟେଗୋରୀ ସହିତ ରହିବ ସାମାନ୍ୟ କୋହଳ ନୀୟମ ….

0

*କାଟେଗୋରୀ A’ରେ ରାତି ୮ଟା ଯାଏଁ ଖୋଲିବ ଦୋକାନ ବଜାର …..

*କାଟେଗୋରୀ B’ରେ ସକାଳା ୬ଟାରୁ  ସନ୍ଧ୍ଯା ୫ଟା ଯାଏ ଖୋଲିବ ଦୋକାନ ବଜାର …..

Blank space

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୧୫/୦୭ ଆଂଶିକ ଲକଡାଉନ ନେଇ ମୁଖ୍ଯ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। କରୋନାକୁ ହରାଇବା ପାଇଁ  ରାଜ୍ଯସରକାର ୩୦ ଜିଲ୍ଲାକୁ A ଓ B କ୍ୟାଟେଗୋରୀରେ ବିଭକ୍ତ କରିଥିଲେ । କାଟେଗୋରୀ Aରେ ୨୦ ଓ Bରେ ୧୦ ଜିଲ୍ଲା ପୂର୍ବ ପରି ରହିବ।
କାଟାଗୋରୀ A’ରେ ଥିବା ୨୦ଟି ଜିଲ୍ଲା ଗୁଡିକ ହେଲା-  ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, କଳାହାଣ୍ଡି, ବଲାଙ୍ଗୀର, ନୂଆପଡା, ସୁବର୍ଣ୍ଣପୁର, ଗଞ୍ଜାମ, ଗଜପତି, କନ୍ଧମାଳ, ବଉଦ, କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ରାୟଗଡା , ଅଗୁଗୁଳ, କେନ୍ଦୁଝର ଏବଂ ଢ଼େଙ୍କାନାଳ ।
କାଟାଗୋରୀ B’ ରେ ୧୦ଟି ଜିଲ୍ଲା ଗୁଡ଼ିକ ହେଲା- ନୟାଗଡ, ପୁରୀ, ଖୋର୍ଦ୍ଧା, କଟକ,ମୟୂରଭଞ୍ଜ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର
ପୂର୍ବପରି A ଓ B କାଟେଗୋରୀରେ ଲକଡାଉନ ଜାରି ରହିବ। କାଟେଗୋରୀରେ B’ରେ ପୂର୍ବପରି ସପ୍ତାହନ୍ତ ସଟଡାଉନ ଓ ନାଇଟ କର୍ଫ୍ୟୁ ଜାରି ରହିବ।
ହେଲେ ଏହି ଆଂଶିକ ଲକଡାଉନ ସମୟରେ ସମଗ୍ର ରାଜ୍ୟରେ ବସ୍ ସେବା ଚାଲୁ ରହିବ । ବସରେ ଯେତିକି ସିଟ୍ ସେତିକି ଲୋକ ଯିବାକୁ ଅନୁମତି ମିଳିବ। ଠିଆ ହୋଇ କୌଣସି ଯାତ୍ରୀ ଯାଇପାରିବେ ନାହିିଁ। କେବଳ ପୁରୀରେ ଜୁଲାଇ ୨୫ ପର୍ଯ୍ଯନ୍ତ ବସ୍ ଚଳାଚଳକୁ ବାରଣ କରାଯାଇଛି। ସବୁ ଜିଲ୍ଲାରେ ଚାଲିବ ଟ୍ୟାକ୍ସି ଓ ଅଟୋ।

*ଖୋଲିବ ଜିମ୍, ବିୟୁଟିପାର୍ଲର, ସ୍ପା ଓ ସେଲୁନ
*ଆଉଟଡୋର ସୁଟିଂକୁ ମିଳିଲା ଅନୁମତି
*ପାର୍କ, ମଲ, ସିନେମା ହଲ, ଯାତ୍ରା, ବାର୍ ବନ୍ଦ ରହିବ
*ସ୍କୁଲ, କୋଚିଂ ସେଣ୍ଟର ମଧ୍ୟ ବନ୍ଦ ରହିବ
*ରେଷ୍ଟୁରାଣ୍ଟ ଉଠା ଦୋକାନୀ କେବଳ ପାର୍ସଲ ଦେବେ

Mo sapath

Leave A Reply

Your email address will not be published.