Blank space
Blank space
Breaking News/ମୁଖ୍ୟ ଖବର:
ବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତଜାତୀୟ ମହିଳା କମିଶନ, ନୂଆଦିଲ୍ଲୀଙ୍କ ସହଯୋଗରେ ଓଡ଼ିଶା ରାଜ୍ୟ ମହିଳା କମିଶନଙ୍କ ଦ୍ଵାରା ଏକ ଦିବସୀୟ ଆଲୋଚନାଚକ୍ର ଅନୁଷ୍ଠିତପଠାଣି ସାମନ୍ତ ଜୟନ୍ତୀ ଉପଲକ୍ଷେ କଳାଭୁମି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତଭୁବନେଶ୍ୱର ରେଳ ଷ୍ଟେସନର ପୁନଃ ବିକାଶ କାର୍ଯ୍ୟ ତଦାରଖ ପାଇଁ ଷ୍ଟେସନ ସାମ୍ନାରେ ଅସ୍ଥାୟୀ କ୍ୟାମ୍ପ ଅଫିସ୍ କାର୍ଯ୍ଯ ଆରମ୍ଭ
Blank space

ଓଡିଶାର ଏକ ପ୍ରତିଭାବାନ ଯୁବ ନେତ୍ରୀ ଅର୍ପିତା ଅପରାଜିତାଙ୍କୁ ବିଜେପି ଯୁବ ମୋର୍ଚ୍ଚା ରାଷ୍ଟ୍ରୀୟ ଉପାଧକ୍ଷା ଦାୟିତ୍ୱ

0

* ଯୁବ ମୋର୍ଚ୍ଚାର ରାଷ୍ଟ୍ରୀୟ ପଦାଧିକାରୀ ତାଲିକାରେ ଅର୍ପିତା ଅପରାଜିତା ବଡଜେନାଙ୍କୁ ସ୍ଥାନ ଦିଆଯାଇଥିବାରୁ ରାଷ୍ଟ୍ରୀୟ ସଭାପତି ଶ୍ରୀ ଜେ.ପି.ନଡ୍ଡା, ଯୁବ ମୋର୍ଚ୍ଚା ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ତେଜସ୍ୱୀ ସୂର୍ଯ୍ୟା ଏବଂ ରାଜ୍ୟ ସଭାପତି ଶ୍ରୀ
ସମୀର ମହାନ୍ତିଙ୍କୁ ଧନ୍ୟବାଦ ଜଣାଇଲେ ଯୁବ ମୋର୍ଚ୍ଚା ରାଜ୍ୟ ସଭାପତି ଶ୍ରୀ ଇରାସିସ ଆଚାର୍ଯ୍ୟ

ଭୂବନେଶ୍ୱର,ନିରପେକ୍ଷଖବର:ତା.୧୫/୦୭   ଭାରତୀୟ ଜନତା ପାର୍ଟୀ ରାଷ୍ଟ୍ରୀୟ ସଭାପତି ଶ୍ରୀ ଜେ.ପି.ନଡ୍ଡାଙ୍କ ଅନୁମୋଦନ କ୍ରମେ ଯୁବ ମୋର୍ଚ୍ଚା ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ତେଜସ୍ୱୀ ସୂର୍ଯ୍ୟା ଯୁବ ମୋର୍ଚ୍ଚା ରାଷ୍ଟ୍ରୀୟ ପଦାଧିକାରୀଙ୍କ ନାମ ଘୋଷଣା କରିଛନ୍ତି । ଓଡିଶା ରାଜ୍ୟର ଜଣେ ନେତ୍ରୀ ଏହି ଟିମରେ ସାମିଲ ଅଛନ୍ତି । ବିଜେପି ଯୁବ ମୋର୍ଚ୍ଚା ରାଷ୍ଟ୍ରୀୟ ଉପାଧକ୍ଷା ଭାବେ ଅର୍ପିତା ଅପରାଜିତା ବଡଜେନାଙ୍କୁ ଦାୟିତ୍ୱ ଦିଆଯାଇଛି ।
ଯୁବ ମୋର୍ଚ୍ଚାର ରାଷ୍ଟ୍ରୀୟ ପଦାଧିକାରୀ ତାଲିକାରେ ଅର୍ପିତା ଅପରାଜିତା ବଡଜେନାଙ୍କୁ ସ୍ଥାନ ଦିଆଯାଇଥିବାରୁ ରାଷ୍ଟ୍ରୀୟ ସଭାପତି ଶ୍ରୀ ଜେ.ପି.ନଡ୍ଡା, ଯୁବ ମୋର୍ଚ୍ଚା ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ତେଜସ୍ୱୀ ସୂର୍ଯ୍ୟା ଏବଂ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତିଙ୍କୁ ଯୁବ ମୋର୍ଚ୍ଚା ରାଜ୍ୟ ସଭାପତି ଶ୍ରୀ ଇରାସିସ ଆଚାର୍ଯ୍ୟ ଆନ୍ତରିକ ଧନ୍ୟବାଦ ଜ୍ଞାପନ କରିଛନ୍ତି । ରାଷ୍ଟ୍ରୀୟ ନେତୃବୃନ୍ଦ ସର୍ବଦା ଓଡିଶାକୁ ପ୍ରାଧାନ୍ୟ ଦେଇ ଆସୁଛନ୍ତି । ଓଡିଶାର ଏକ ପ୍ରତିଭାବାନ ଯୁବ ନେତ୍ରୀଙ୍କୁ ଯୁବ ମୋର୍ଚ୍ଚା ରାଷ୍ଟ୍ରୀୟ ଉପାଧକ୍ଷା ଘୋଷଣା କରିବା ଅତ୍ୟନ୍ତ ଗର୍ବ ଓ ଗୌରବର ବିଷୟ । ଏହା ରାଜ୍ୟର ଅନ୍ୟ କାର୍ଯ୍ୟକର୍ତାଙ୍କ ମନୋବଳ
ବୃଦ୍ଧି କରିବା ସହ ଦଳ ପାଇଁ ସମର୍ପିତ ଭାବେ କାର୍ଯ୍ୟ କରିବା ପାଇଁ ପ୍ରେରଣା ଯୋଗାଇବ ବୋଲି ଶ୍ରୀ ଆଚାର୍ଯ୍ୟ କହିଛନ୍ତି ।

 

Mo sapath

Leave A Reply

Your email address will not be published.