Blank space
Blank space
Breaking News/ମୁଖ୍ୟ ଖବର:
ସ୍ୱର୍ଗତଃ ସଂଚିତା ମହାନ୍ତିଙ୍କ ସ୍ମୃତିରେ ଶ୍ରଦ୍ଧାଞ୍ଜଳି ସଭାକଟକ ସ୍ଥିତ ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ୍ ଠାରେ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା “ଓଡିଶା ମାଷ୍ଟର୍ସ ୨୦୨୫” ଉଦ୍‌ଘାଟିତବିଧାନସଭା ଠାରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀ ପାଳିତ୪୪,୭୭୧ କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ କେନ୍ଦ୍ର ଅନୁମୋଦନକେଏଲ୍ ବିଶ୍ବବିଦ୍ୟାଳୟ ପକ୍ଷରୁ କ୍ୟାରିୟର ସମ୍ମିଳନୀକଳିଙ୍ଗ ଷ୍ଟାଡ଼ିୟମ୍‌ରେ ଆରମ୍ଭ ହେଲା ୩୭ତମ ସବ-ଜୁନିୟର ଜାତୀୟ ବ୍ୟାଡ଼ମିଣ୍ଟନ ଚାମ୍ପିୟନସିପ୍୨୩ ରେ ପାରାଦୀପ ଡମ୍ପର ମାଲିକ ସଙ୍ଘ ନିର୍ବାଚନ : ସଦା ଙ୍କ ପଲ୍ଲା ଭାରି !ବିଧାନସଭା ପରିସରରେ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତପାରାଦୀପ କଲେଜ ଏନସିସି ଓ ଆଲୁମୁନି ଆସୋସିଏସନ ପକ୍ଷରୁ ମେଗା ରକ୍ତଦାନ ଶିବିର ଆୟୋଜିତ : ୧୧୬ ୟୁନିଟ ରକ୍ତ ସଂଗୃହିତସରକାରୀ ଯୋଜନାରେ ବଦଳିନି ୪ ଅସହାୟ ପିଲାଙ୍କ ଭାଗ୍ୟ : ଭବିଷ୍ୟତ ଅନ୍ଧାରରେ, ସହାୟତା ପାଇଁ ସ୍ନେହମୟୀ ଙ୍କ ପ୍ରଚେଷ୍ଟାନଭେମ୍ବର ମାସ ଶେଷ ସୁଦ୍ଧା ସାରା ରାଜ୍ୟରେ ଗୁଣାତ୍ମକ ଆଳୁ ବିହନ ବିତରଣ ପାଇଁ ଲକ୍ଷ୍ଯବ୍ୟାଙ୍କ ଅଫ ବରୋଦା ଦ୍ୱାରା ମେଗା କିଷାନ ମେଳା ଆୟୋଜିତଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତ
Blank space

୧୬ଜଣଙ୍କୁ ପରିଚୟ ପକ୍ଷରୁ ପରମ୍ପରା ପୁରସ୍କାର…

0

ଭୁବନେଶ୍ବର,ନିରପେକ୍ଷ ଖବର:ତା ୧୨/୧୦ ସମାଜର ବିଭିନ୍ନ କ୍ଷେତ୍ରରେ ଉତ୍କର୍ଷ ପାଇଁ ପରିଚୟ ଫାଉଣ୍ଡେସନ ପକ୍ଷରୁ ଅଷ୍ଟମ ପରମ୍ପରା ଆଓ୍ବାର୍ଡ ପ୍ରଦାନ କରାଯାଇଛି । ୧୬ଜଣ ବିଶିଷ୍ଟ ବ୍ୟକ୍ତି ଏହି ପୁରସ୍କାର ପାଇଛନ୍ତି । ନୂଆଦିଲ୍ଲୀର କନଷ୍ଟିଚୁୟସନ୍ କ୍ଲବରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏହି ପୁରସ୍କାର ପ୍ରଦାନ କରାଯାଇଛି ।
ସୁଲଭ ଇଣ୍ଟରନ୍ୟାସନାଲର ପ୍ରତିଷ୍ଠାତା ବିନ୍ଦେଶ୍ୱର ପାଠକ ଏହି ପୁରସ୍କାର ପ୍ରଦାନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ପୂର୍ବତନ ସାଂସଦ ତଥା ରାଜ୍ୟ ଯୋଜନା ବୋର୍ଡ ସଦସ୍ୟ ଡ. ପ୍ରସନ୍ନ ପାଟ୍ଟଶାଣୀ, କଥକ ନୃତ୍ୟଶିଳ୍ପୀ ପଦ୍ମଶ୍ରୀ ଶୋଭନା ନାରାୟଣ, ଓଡିଆ ନୃତ୍ୟଶିଳ୍ପୀ ଗୁରୁ ସେରନ ଲୋଏନ୍‌, ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର, ଅବସରପ୍ରାପ୍ତ ପ୍ରଶାସକ ଅମରେନ୍ଦ୍ର ଖଟୁଆ, ବରିଷ୍ଠ ଆଇନଜୀବି ମୁକୁଲ ବର୍ମା, ଅଭୟ ରୁସ୍ତୁମ ସାପୋରୀ ଓ ମନିଷ ଚୌଧୁରୀ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ । ଚୀନର କନସୁଲ ଜେନେରାଲ ଏଚ୍‌ଇ ଝା ଲିଉ ଓ ଡ. ନିଶା କୋହଲି ଅତିଥି ବକ୍ତା ଭାବେ ଉପସ୍ଥିତ ଥିଲେ । କ୍ରିଷନ କୁମାର ଗୁପ୍ତା, ଏଏନ ବର୍ମା, ସମାଜସେବୀ ପ୍ରଭାସ ଆଚାର୍ଯ୍ୟ, ଗାର୍ଗୀ ସେଠ, ଅଭୟ ରୁସ୍ତମ ସାପୋରୀ, ଡ. ଉର୍ବି ଅଗ୍ରଓ୍ବାଲ, ଡ. ସୁବାସ ୟଶନ୍ତ ଡାଲ୍ଭି, ଗିରିଜା ପଟ୍ଟନାୟକ, ଦେବାଶିଷ ମୁଖାର୍ଜୀ, ନିଶା କୋହଲି, ସୁନନ୍ଦା ରାଓ, ସ୍ନେହାଶିଷ ଦାସ, ଭୂଷଣ ବାଲାସାହେବ ଯାଦବ, ଗୌରବ ଗୁପ୍ତା, ଇନ୍ଦର କୁମାର ଗୋଏଲ ଓ ଅନନ୍ତିନୀ ମିଶ୍ରଙ୍କୁ ପରମ୍ପରା ପୁରସ୍କାର ପ୍ରଦାନ କରାଯାଇଛି । ପରିଚୟ ଫାଉଣ୍ଡେସନ ପ୍ରତିଷ୍ଠାତା ଡ. ରୋଜାଲିନ ପାଟ୍ଟଶାଣୀ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।

Mo sapath

Leave A Reply

Your email address will not be published.