Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ବାଚସ୍ପତିଙ୍କ ସହ କେନ୍ଦ୍ର ଲଳିତକଳା ଏକାଡେମୀ ବିଦ୍ୟାର୍ଥୀଙ୍କ ସୌଜନ୍ୟସାକ୍ଷାତ …

0

ଭୁବନେଶ୍ୱର,ନିରପେକ୍ଷ ଖବର: ତା. ୦୨/୧୨/୨୦୧୯
ଲଳିତ କଳା ଏକାଡେମୀ, ନୂଆଦିଲ୍ଲୀର ଭୁବନେଶ୍ୱରଠାରେ ଥିବା ଆଞ୍ଚଳିକ କେନ୍ଦ୍ରରେ ରିସର୍ଚ୍ଚ

Advertising:
Blank space

ସ୍କୋଲାର ଭାବରେ ଯୋଗଦେଇଥିବା ୫ ଜଣ ଛାତ୍ରଛାତ୍ରୀ ଆଜି ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ରଙ୍କୁ
ତାଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ସୌଜନ୍ୟ ସାକ୍ଷାତ କରିଛନ୍ତି । ବାଚସ୍ପତି ଡ. ପାତ୍ର ସେମାନଙ୍କୁ ଶୁଭେଚ୍ଛା
ଜଣାଇବା ସହ ସେମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ ।
ଇନ୍ଦିରା କଳା ସଂଗୀତ ବିଶ୍ୱବିଦ୍ୟାଳୟ, ଛତିଶଗଡ଼ର ଛାତ୍ରୀ ପିଙ୍କି କୁମାରୀ, ବନାରସ ହିନ୍ଦୁ
ବିଶ୍ୱବିଦ୍ୟାଳୟର ଶେ୍ୱତାରାଣୀ ଘୋଷ, ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ସରୋଜ ରଣା, ସୁଜାତା
ମହାପାତ୍ର ଓ କ୍ଷିତୀଶ ଚନ୍ଦ୍ର ଦାସ ‘ଗରି’ ଛାତ୍ରବୃତ୍ତି ପାଇବା ପରେ ଭୁବନେଶ୍ୱର ଆଞ୍ଚଳିକ କେନ୍ଦ୍ରରେ ଏକ
ବର୍ଷ ପାଇଁ ଗବେଷଣାରତ ଅଛନ୍ତି । ସେମାନେ ବିଧାନସଭାର ବିଭିନ୍ନ ପୁରାତନ ପୋର୍ଟ୍ରେଟ୍‌, ପେଣ୍ଟିଂ,
ଗ୍ରନ୍ଥାଗାର ସହ ଅନ୍ୟ ବିଭାଗଗୁଡ଼ିକୁ ବୁଲି ଦେଖିଥିଲେ ।
ଏହି ସୌଜନ୍ୟ ସାକ୍ଷାତ ସମୟରେ ବିଦ୍ୟାର୍ଥୀମାନେ ବାଚସ୍ପତି ଡ. ପାତ୍ରଙ୍କୁ ସେମାନଙ୍କ ଦ୍ୱାରା
ପ୍ରସ୍ତୁତ ବାଚସ୍ପତିଙ୍କ ଏକ ପୋର୍ଟ୍ରେଟ୍‌ ଉପହାର ଦେଇଥିଲେ । ଏହି ଅବସରରେ ବିଧାନସଭା ସଚିବ ଶ୍ରୀ
ଦାଶରଥୀ ଶତପଥୀ ଏବଂ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ

Mo sapath

Leave A Reply

Your email address will not be published.