Blank space
Blank space
Breaking News/ମୁଖ୍ୟ ଖବର:
ବରିଷ୍ଠ ବିଜେପି ନେତା ଜଗନ୍ନାଥ ପ୍ରଧାନ ଗିରଫଓଡ଼ିଶା ବିଦ୍ୟୁତ ଉତ୍ପାଦନ ନିଗମ ଓ ଓଡ଼ିଶା ଜଳବିଦ୍ୟୁତ ନିଗମ କାର୍ଯ୍ୟର ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କେ ଭି ସିଂହଦେଓକାମ ନ କରି ଦେହରେ କଳା ବ୍ୟାଚ ପିନ୍ଧି ପ୍ରତିବାଦ କଲେମାଇକ୍ରୋ ଫାଇନାନ୍ସ ଇଣ୍ଡିଷ୍ଟ୍ରି ନେଟୱାର୍କ (ଏମ.ଏଫ.ଆଇ. ଏନ) ଆନୁକୂଲ୍ୟରେ ମାଇକ୍ରୋଫାଇନାନ୍ସ ସଚେତନତା କାର୍ଯ୍ୟକ୍ରମଯାଜପୁରରେ ବ୍ୟାପୁଛି ଡାଇରିଆ ୨୦୦ରୁ ଉର୍ଦ୍ଧ୍ବ ଆକ୍ରାନ୍ତସମ୍ବଲପୁର ଜିଲ୍ଲାର ଉନ୍ନତି ଉପରେ ପ୍ରାଥମିକତା ଦେଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରପଦ୍ମଶ୍ରୀ ହଳଧର ନାଗ ଙ୍କୁ ଭେଟିଲେ ଖଇରା ମାଟିର ପୁଅଓଡିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ଲିଃ ର (ଉତ୍କଳିକା) ୬୭ ତମ ପ୍ରତିଷ୍ଠା ଦିବସ ପାଳିତ*କେନ୍ଦୁଝର ଠାରେ ରଙ୍ଗବତୀ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀନୂଆ ଓଡ଼ିଆ ଚଳଚ୍ଚିତ୍ର “ନାୟିକା”ର ଟାଇଟଲ ଘୋଷଣା*କବି ଜୟଦେବ ଙ୍କ ଜନ୍ମ ପୀଠ କେନ୍ଦୁବିଲ୍ଵ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତଗୀତି କୈବଲ୍ୟ’ ପୁସ୍ତକ ଲୋକାର୍ପଣଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswar
Blank space

ବାଚସ୍ପତିଙ୍କ ସହ କେନ୍ଦ୍ର ଲଳିତକଳା ଏକାଡେମୀ ବିଦ୍ୟାର୍ଥୀଙ୍କ ସୌଜନ୍ୟସାକ୍ଷାତ …

0

ଭୁବନେଶ୍ୱର,ନିରପେକ୍ଷ ଖବର: ତା. ୦୨/୧୨/୨୦୧୯
ଲଳିତ କଳା ଏକାଡେମୀ, ନୂଆଦିଲ୍ଲୀର ଭୁବନେଶ୍ୱରଠାରେ ଥିବା ଆଞ୍ଚଳିକ କେନ୍ଦ୍ରରେ ରିସର୍ଚ୍ଚ

Advertising:
Blank space

ସ୍କୋଲାର ଭାବରେ ଯୋଗଦେଇଥିବା ୫ ଜଣ ଛାତ୍ରଛାତ୍ରୀ ଆଜି ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ରଙ୍କୁ
ତାଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ସୌଜନ୍ୟ ସାକ୍ଷାତ କରିଛନ୍ତି । ବାଚସ୍ପତି ଡ. ପାତ୍ର ସେମାନଙ୍କୁ ଶୁଭେଚ୍ଛା
ଜଣାଇବା ସହ ସେମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ ।
ଇନ୍ଦିରା କଳା ସଂଗୀତ ବିଶ୍ୱବିଦ୍ୟାଳୟ, ଛତିଶଗଡ଼ର ଛାତ୍ରୀ ପିଙ୍କି କୁମାରୀ, ବନାରସ ହିନ୍ଦୁ
ବିଶ୍ୱବିଦ୍ୟାଳୟର ଶେ୍ୱତାରାଣୀ ଘୋଷ, ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ସରୋଜ ରଣା, ସୁଜାତା
ମହାପାତ୍ର ଓ କ୍ଷିତୀଶ ଚନ୍ଦ୍ର ଦାସ ‘ଗରି’ ଛାତ୍ରବୃତ୍ତି ପାଇବା ପରେ ଭୁବନେଶ୍ୱର ଆଞ୍ଚଳିକ କେନ୍ଦ୍ରରେ ଏକ
ବର୍ଷ ପାଇଁ ଗବେଷଣାରତ ଅଛନ୍ତି । ସେମାନେ ବିଧାନସଭାର ବିଭିନ୍ନ ପୁରାତନ ପୋର୍ଟ୍ରେଟ୍‌, ପେଣ୍ଟିଂ,
ଗ୍ରନ୍ଥାଗାର ସହ ଅନ୍ୟ ବିଭାଗଗୁଡ଼ିକୁ ବୁଲି ଦେଖିଥିଲେ ।
ଏହି ସୌଜନ୍ୟ ସାକ୍ଷାତ ସମୟରେ ବିଦ୍ୟାର୍ଥୀମାନେ ବାଚସ୍ପତି ଡ. ପାତ୍ରଙ୍କୁ ସେମାନଙ୍କ ଦ୍ୱାରା
ପ୍ରସ୍ତୁତ ବାଚସ୍ପତିଙ୍କ ଏକ ପୋର୍ଟ୍ରେଟ୍‌ ଉପହାର ଦେଇଥିଲେ । ଏହି ଅବସରରେ ବିଧାନସଭା ସଚିବ ଶ୍ରୀ
ଦାଶରଥୀ ଶତପଥୀ ଏବଂ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ

Mo sapath

Leave A Reply

Your email address will not be published.