Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ପର୍ଯ୍ୟଟନ ମନ୍ତ୍ରୀଙ୍କ ଦ୍ୱାରା ଓଡ଼ିଶା ଟ୍ରାଭେଲ୍ ବଜାର ୨୦୨୨ ପ୍ରଦର୍ଶନୀ ଉଦ୍‌ଘାଟିତ

0

ଭୁବନେଶ୍ୱର,ନିରପେକ୍ଷ ଖବର:ତା ୨୯/୧୦ ଓଡ଼ିଶାର ମାନ୍ୟବର ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି, ଅବକାରୀ ଏବଂ ପର୍ଯ୍ୟଟନ ମନ୍ତ୍ରୀ, ଶ୍ରୀଯୁକ୍ତ ଅଶ୍ୱିନୀ କୁମାର ପାତ୍ର ଆଜି ଓଡ଼ିଶା ଟ୍ରାଭେଲ ବଜାର ୨୦୨୨ର ପ୍ରଦର୍ଶନୀକୁ ହୋଟେଲ ସ୍ୱସ୍ତି ପ୍ରିମିୟମଠାରେ ଶୁଭ ଉଦଘାଟନ କରିଛନ୍ତି । ଏହି ଅବସରରେ ସେ କହିଛନ୍ତି ଯେ, “କୋଭିଡ଼ ମହାମାରୀର ଏତେ ଦିନ ବ୍ୟବଧାନ ପରେ ଓଡ଼ିଶା ଟ୍ରାଭେଲ ବଜାର ଅନୁଷ୍ଟିତ ହେଉଥିବାରୁ ଆମ୍ଭେମାନେ ବହୁତ ଆନନ୍ଦିତ, ଯାହାକି ଘରୋଇ ଏବଂ ବିଦେଶ ଟ୍ୟୁରିଜିମ୍ ଷ୍ଟେକହୋଲ୍ଡର ମାନଙ୍କ ମଧ୍ୟରେ ଭାବ ବିନିମୟ କରିବାକୁ ଏକ ପ୍ଲାଟଫର୍ମ ଯୋଗାଇଦେବ । ଓଡ଼ିଶାରେ ଏମିତି କିଛି ସ୍ଥାନ ଅଛି, ଯାହାକି ସ୍ୱର୍ଗିୟ ସୌନ୍ଦର୍ଯ୍ୟରେ ପରିପୁର୍ଣ୍ଣ । ଦେଶ ଭିତରର ଓ ବିଦେଶର ଟୁର ଅପରେଟରମାନେ ରାଜ୍ୟର ବିଭିନ୍ନ ପର୍ଯ୍ୟଟନସ୍ଥଳୀକୁ ପରିଦର୍ଶନରେ ଯିବେ । ଯେବେକି ବହୁଳ ଭିତିମୂମିର ବିକାଶ ହୋଇଛି, ତେଣୁ ଆମେ ଆଶା କରୁଛୁଯେ, ଆଗାମୀ ଦିନ ମାନଙ୍କରେ ପର୍ଯ୍ୟଟକଙ୍କ ସଂଖ୍ୟାରେ ବୃଦ୍ଧି ପରିଲକ୍ଷିତ ହେବ, ଯାହାକି ଏହି କ୍ଷେତ୍ରରୁ ରାଜକୋଶ ସଂଗ୍ରହରେ ମଧ୍ୟ ବୃଦ୍ଧି ଘଟିବ ।”

Mo sapath

Leave A Reply

Your email address will not be published.