Blank space
Blank space
Breaking News/ମୁଖ୍ୟ ଖବର:
ବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତଜାତୀୟ ମହିଳା କମିଶନ, ନୂଆଦିଲ୍ଲୀଙ୍କ ସହଯୋଗରେ ଓଡ଼ିଶା ରାଜ୍ୟ ମହିଳା କମିଶନଙ୍କ ଦ୍ଵାରା ଏକ ଦିବସୀୟ ଆଲୋଚନାଚକ୍ର ଅନୁଷ୍ଠିତପଠାଣି ସାମନ୍ତ ଜୟନ୍ତୀ ଉପଲକ୍ଷେ କଳାଭୁମି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତଭୁବନେଶ୍ୱର ରେଳ ଷ୍ଟେସନର ପୁନଃ ବିକାଶ କାର୍ଯ୍ୟ ତଦାରଖ ପାଇଁ ଷ୍ଟେସନ ସାମ୍ନାରେ ଅସ୍ଥାୟୀ କ୍ୟାମ୍ପ ଅଫିସ୍ କାର୍ଯ୍ଯ ଆରମ୍ଭ
Blank space

ବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ

0

ଭୁବନେଶ୍ୱର, ନିରପେକ୍ଷ ଖବର: ତା ୧୩/୦୮ ଗତ ୩୧-ଜୁଲାଇ ଢେଙ୍କାନାଳ ଟାଉନ ଥାନା ଅଞ୍ଚଳ ରେ ହୋଇଥିବା ହିନ୍ଦୁ ବିରୋଧୀ ଆକ୍ରମଣ ଘଟଣା କୁ ନିନ୍ଦା କରିଛି ବିଶ୍ୱ ଗୋ ସୁରକ୍ଷା ବାହିନୀ -ଯେଉଁମାନେ ଓଡ଼ିଶା ହାଇକୋର୍ଟ ର ଆଇନଜୀବୀ ସୁରେଶ ପଣ୍ଡା ଏବଂ ତାଙ୍କର ସହ କର୍ମୀ ମାନଙ୍କୁ ରାଜ ରାସ୍ତାରେ ଅଭଦ୍ର ଭାଷାରେ ଗାଳି ଗୁଲଜ କରିବା ସହ ମାରଣାତ୍ମକ ଆକ୍ରମଣ କରିବା ପାଇଁ ଉଦ୍ୟମ କରିଥିଲେ ସେମାନଙ୍କ ବିରୋଧରେ ଢେଙ୍କାନାଳ ଟାଉନ ଥାନା ରେ ଏତଲା ଏବଂ ଅତିରିକ୍ତ ଏସ୍ପି ଙ୍କୁ ଦେଖା କରିବା ପରେ ବି ଆଜି ପର୍ଯ୍ୟନ୍ତ କୌଣସି କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଗଲା ନାହିଁ ଯାହା ପାଇଁ ଉକ୍ତ ଅସମାଜିକ ବ୍ୟକ୍ତି ବିଶେଷ ସାମାଜିକ ଗଣ ମାଧ୍ୟମ ରେ ପୁର୍ନବାର ଆସିଲ୍ଲ ମତବ୍ୟ ଦେବାପାଇଁ ପଛାଉ ନାହିଁ – ଯାହାକୁ ନେଇ ଓଡ଼ିଶାରେ ଏବେ ବିଭିନ୍ନ ହିନ୍ଦୁ ସଂଘଟନ ମାନେ ଏହାର ପ୍ରତିବାଦ କରିଛନ୍ତି – ଆଗାମୀ ଦିନରେ ଯଦି ଢେଙ୍କାନାଳ ଟାଉନ ଥାନା ପୋଲିସ ଏ ଦିଗରେ କୌଣସି କାର୍ଯ୍ୟନୁଷ୍ଠାନ ଗ୍ରହଣ ନ କରେ ତେବେ ପରିସ୍ଥିତି ଭୟଙ୍କର ହେବ ବୋଲି ଚେତାବନୀ ଦେଇଛି ବିଶ୍ୱ ଗୋ ସୁରକ୍ଷା ବାହିନୀ…. କେବଳ ସେତିକି ନୁହେଁ ଏବେ ଯେଉଁଭଳି ଭାବରେ ବାଂଲାଦେଶୀ ମାନେ ଓଡ଼ିଶରେ ପ୍ରବେଶ କରି ହିନ୍ଦୁ ଧର୍ମକୁ ନଷ୍ଟ କରିବା ପାଇଁ ଚେଷ୍ଟା କରୁଛନ୍ତି ତାହା ମଧ୍ୟ ବନ୍ଦ ହେବାରେ ଆବଶ୍ୟକତା ଅଛି ବୋଲି ବିଶ୍ୱ ଗୋ ସୁରକ୍ଷା ବାହିନୀ ଦାବୀ କରିଛି….

 

Mo sapath

Leave A Reply

Your email address will not be published.