Blank space
Blank space
Breaking News/ମୁଖ୍ୟ ଖବର:
ବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତଜାତୀୟ ମହିଳା କମିଶନ, ନୂଆଦିଲ୍ଲୀଙ୍କ ସହଯୋଗରେ ଓଡ଼ିଶା ରାଜ୍ୟ ମହିଳା କମିଶନଙ୍କ ଦ୍ଵାରା ଏକ ଦିବସୀୟ ଆଲୋଚନାଚକ୍ର ଅନୁଷ୍ଠିତପଠାଣି ସାମନ୍ତ ଜୟନ୍ତୀ ଉପଲକ୍ଷେ କଳାଭୁମି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତଭୁବନେଶ୍ୱର ରେଳ ଷ୍ଟେସନର ପୁନଃ ବିକାଶ କାର୍ଯ୍ୟ ତଦାରଖ ପାଇଁ ଷ୍ଟେସନ ସାମ୍ନାରେ ଅସ୍ଥାୟୀ କ୍ୟାମ୍ପ ଅଫିସ୍ କାର୍ଯ୍ଯ ଆରମ୍ଭ
Blank space

ଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆ

0

ଭୁବନେଶ୍ୱର, ନିରପେକ୍ଷ ଖବର: ତା ୧୬/୦୮ ୧୯୯୦ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ୱାଇ.ବି. ଖୁରାନିଆ ହେଲେ ଓଡ଼ିଶାର ନୂଆ ଡିଜିପି । ଖୁରାନିଆଙ୍କ ନିଯୁକ୍ତି ନେଇ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି। ସେ ନିକଟରେ କେନ୍ଦ୍ର ଗୃହ ମନ୍ତ୍ରାଳୟର ସୁପାରିସ କ୍ରମେ କ୍ୟାବିନେଟର ନିଯୁକ୍ତି କମିଟି ଶ୍ରୀ ଖୁରାନିଆଙ୍କୁ କେନ୍ଦ୍ରୀୟ ଡେପୁଟେସନ୍‌ ଅବଧି ଶେଷ ହେବା ପୂର୍ବରୁ ଓଡିଶା ପ୍ରତ୍ୟାବର୍ତ୍ତନ ପାଇଁ ଅନୁମୋଦନ କରିଥିଲେ। ଶ୍ରୀ ଖୁରାନିଆ ଏହା ପୂର୍ବରୁ ସୀମା ସୁରକ୍ଷା ବାହିନୀ (ବି.ଏସ୍‌.ଏଫ୍‌)ର ସ୍ୱତନ୍ତ୍ର ମହାନିର୍ଦ୍ଦେଶକ ଭାବରେ କାର୍ଯ୍ୟ କରିଛନ୍ତି । ଓଡ଼ିଶା କ୍ୟାଡ଼ର ଆଇ.ପି.ଏସ୍‌ ଶ୍ରୀ ଖୁରାନିଆ ରାଜ୍ୟର ନୟାଗଡ଼, ଯାଜପୁର, ରାଉରକେଲା, ମୟୂରଭଞ୍ଜ ଓ ଗଞ୍ଜାମ ଜିଲ୍ଲାର ଏସ୍‌.ପି ଭାବେ କାର୍ଯ୍ୟ କରିଛନ୍ତି ଓ କଟକ–ଭୁବନେଶ୍ୱର ପୁଲିସ କମିଶନର ଏବଂ ଦକ୍ଷିଣ ଓ ଉତ୍ତରାଞ୍ଚଳ ଡିଆଇଜି, ପରବର୍ତ୍ତୀ ସମୟରେ ବିଜୁ ପଟ୍ଟନାୟକ ରାଜ୍ୟ ପୁଲିସ ଏକାଡେମୀର ନିର୍ଦ୍ଦେଶକ ଭାବରେ କାର୍ଯ୍ୟ କରିଛନ୍ତି ।

Mo sapath

Leave A Reply

Your email address will not be published.