Blank space
Blank space
Breaking News/ମୁଖ୍ୟ ଖବର:
ୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” LaunchedIIMT Conducts international conference on Disruptive Human Resource Managementଛାତ୍ରଛାତ୍ରୀଙ୍କୁ ସହଯୋଗର ହାତ ବଢ଼ାଇଲେ ନିର୍ବାଣ ଫାଉଣ୍ଡେସନ ଟ୍ରଷ୍ଟ ଓ ଓମ୍ କ୍ରିଏସନ୍ଆଦିବାସୀ ମହାସଂଘ ପକ୍ଷରୁ ୯ଦଫା ସମ୍ବଳିତ ଦାବିପତ୍ର ରାଜ୍ୟପାଳଙ୍କୁ ପ୍ରଦାନSeminar at U.N Autonomous college Adaspur in collaboration with IIMT.
Blank space

ବିଶ୍ଵାସରେ ରାଜ୍ୟସ୍ତରୀୟ ପ୍ରତିଭା ଅନ୍ଵେଷଣ ପରୀକ୍ଷା

0

ଭୁବନେଶ୍ବର,ନିରପେକ୍ଷ ଖବର: ପିତାପଲ୍ଲି ନିକଟସ୍ଥ ‘ବିଶ୍ବାସ’ ହାଇୟର ସେକେଣ୍ଡାରି ଅନୁଷ୍ଠାନରେ ରାଜ୍ୟସ୍ତରୀୟ ପ୍ରତିଭା ଅନ୍ଵେଷଣ ପରୀକ୍ଷା ଅନୁଷ୍ଠିତ ହୋଇ ଯାଇଅଛି। ଏହି ପ୍ରତିଯୋଗିତାରେ ରାଜ୍ୟର ବିଭିନ୍ନ ଜିଲ୍ଲାରୁ ସରକାରୀ ଓ ବେ-ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ରଛାତ୍ରୀ ମାନେ ଭାଗ ନେଇଥିଲେ।
ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଓଡିଶାର ପୂର୍ବତନ ଅର୍ଥମନ୍ତ୍ରୀ ଶ୍ରୀଯୁକ୍ତ ଡଃ. ପ୍ରଫୁଲ୍ଲ ଚନ୍ଦ୍ର ଘଡାଇ ଯୋଗଦାନ କରିଥିଲେ। ଏବଂ ଗଣଶିକ୍ଷା ବିଭାଗର ପୂର୍ବତନ ନିର୍ଦେଶକ ଡଃ. ଶରତ ଚନ୍ଦ୍ର ବିଶ୍ଵାଳ ସଂମ୍ମାନିତ ଅତିଥି ଭାବେ ଯୋଗଦାନ କରିଥିଲେ।
ଏଥିରେ ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା । ମୁଖ୍ୟ ଅତିଥି ଛାତ୍ରଛାତ୍ରୀ ମାନଙ୍କୁ ଚରିତ୍ରବତ୍ତା, କଠିନ ପରିଶ୍ରମ କରିବା ଜୀବନର ମୂଳ ଲକ୍ଷ୍ୟ ବୋଲି ଉଦବୋଧନ ଦେଇଥିଲେ।
ପ୍ରଥମ ଶ୍ରେଣୀରେ ବିବେକାନନ୍ଦ ବିଦ୍ୟାଳୟ, କୁହୁଡି ଓ ସରକାରୀ ହାଇସ୍କୁଲ, ଆରିକମା-ଯୁଗ୍ମ ଭାବରେ ବିବେଚିତ ହୋଇଛନ୍ତି। ସେହିପରି ସୋମନାଥ ହାଇ ସ୍କୁଲ, ହରିରାଜପୁର, ଜଟଣୀ ଓ କୃପାସିନ୍ଧୁ ହାଇ ସ୍କୁଲ, ଗୋପୀନାଥପୁର ଯୁଗ୍ମ ଦ୍ଵିତୀୟ ଓ ତୃତୀୟ ସ୍ଥାନରେ ସରକାରୀ ହାଇସ୍କୁଲ, ପଳାଶୁଣି ଯୋଗ୍ୟ ବିବେଚିତ ହୋଇଛନ୍ତି।

Mo sapath

Leave A Reply

Your email address will not be published.