Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମ

0

ଭୁବନେଶ୍ଵର, ନିରପେକ୍ଷ ଖବର: ତା ୨୧/୦୨ ଭବିଷ୍ୟତରେ ସ୍ମାର୍ଟ ଲିଭିଂକୁ ଅଗ୍ରଣୀ କରିବା ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ, ଆମ୍ପିଓ ପୋଲାଣ୍ଡ ସହ ମିଳିତ ହୋଇଛି। ଘରୋଇ ଅଟୋମେସନ୍ ଓ ସ୍କାର୍ଟ ଲିଭିଂର ମାନ ବୃଦ୍ଧି କରିବା ପାଇଁ ଏହା ଏକ ଗୁରୁତ୍ଵପୂର୍ଣ୍ଣ ପଦକ୍ଷେପ। ପୂର୍ବରୁ ଆର୍କିଟେକ୍ଟର ମିଟ୍‌ରେ ଏହି ପାର୍ଟନରସିପ ଚୁକ୍ତିପତ୍ର ସ୍ଵାକ୍ଷରିତ ହୋଇଥିଲା । ଏଥିରେ ଆର୍କିଟେକ୍ଟ, ଡିଜାଇନର ଓ ଶିଳ୍ପ ବିଶେଷଜ୍ଞମାନେ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଆବାସିକ ସ୍ଥାନ ଗୁଡିକରେ ଆରାମ ଓ ନିରାପତ୍ତା ପାଇଁ ପ୍ରସ୍ତୁତ ଅତ୍ୟାଧୁନିକ ଉତ୍ପାଦ ପ୍ରଦର୍ଶିତ ହୋଇଥିଲା। ଟ୍ରାଞ୍ଜେପ ସ୍ମାର୍ଟ ବିଲିଂର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧୁକାରୀ ଆକାଶ ଝୁନ୍‌ଝୁନ୍‌ଲା ଉତ୍ସାହ ପ୍ରକାଶ କରି କହିଥିଲେ ଯେ, ଆଖିଓ ପୋଲାଣ୍ଡ ସହ ସହଭାଗିତା ଲୋକମାନଙ୍କର ପରିବର୍ତ୍ତିତ ଜୀବନଶୈଳୀ ପାଇଁ ଏକ ବୈପ୍ଳବିକ ପରିବର୍ତ୍ତନ ଆଣିପାରିବ ବୋଲି ଲକ୍ଷ୍ୟ ରହିଛି। ଆଖିଓ ପୋଲାଣ୍ଡର କାର୍ଯ୍ୟନିର୍ବାହୀ ଅଧିକାରୀ ଆଲିନା କୁସେଇଡ୍ କୋୱାଲେଭେସ୍କୋ ଏହି ସହଭାଗିତା ଉପରେ ଗୁରୁତ୍ବାରୋପ କରି ସ୍ମାର୍ଟ ହୋମ୍ ଟେକ୍ନୋଲୋଜିକୁ ଆପଣେଇବା ପାଇଁ ସମସ୍ତଙ୍କୁ ପ୍ରୋତ୍ସାହିତ କରିଥିଲେ। ଅଧ୍ବକ ବିବରଣୀ ପାଇଁ ଆମ୍ପିଓ ପୋଲାଣ୍ଡର ୱେବସାଇଟ୍ ପରିଦର୍ଶନ କରିବାକୁ ସମସ୍ତଙ୍କୁ ଅନୁରୋଧ କରାଯାଇଛି।

Mo sapath

Leave A Reply

Your email address will not be published.