Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ

0

ଭୁବନେଶ୍ୱର, ନିରପେକ୍ଷ ଖବର: ତା ୧୬/୦୫ ଭୁବନେଶ୍ୱର ସ୍ଥିତ ଖଣ୍ଡୁଆଳ-୨ ବିଜୁ ଆଦର୍ଶ କଲୋନୀ ଅଂଚଳରେ ବିଜେଡିର ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ ଏବଂ ଡେପୁଟି ମେୟର ମଞ୍ଜୁଲତା କଅଁର ଏବଂ ସଭାପତି କୈଳାଶ ଚନ୍ଦ୍ର ନାୟକ ଏବଂ ସମ୍ପାଦକ ପ୍ରମୋଦ କୁମାର ମାର୍ଥାଙ୍କ ଉପସ୍ଥିତିରେ ଏକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା । ଏଥିରେ ଉତର ବିଧାୟକ ସୁଶାନ୍ତ ରାଉତଙ୍କୁ ସ୍ୱାଗତ କରାଯିବା ସହ ଏକ ରାଲି ମଧ୍ୟ କରାଯାଇଥିଲା ।ଏହାସହ ଏକ ସଭା ମଧ୍ୟ ବିଧାୟକ ସୁଶାନ୍ତ ରାଉତଙ୍କ ଦ୍ୱାରା ଅନୁଷ୍ଠିତ କରାଯାଇ ବିଜୁ ଜନତା ଦଳକୁ କିପରି ଭୋଟ ଦେଇ ପୂର୍ବପରି ପୁଣି ଆମେ ଜିତାଇବା ଉକ୍ତ ବିଜୁ ଆଦର୍ଶ କଲୋନୀର ଭୋଟର ଭାଇଭଉଣୀମାନଙ୍କୁ କହିଥିଲେ ।ଏହି ଅବସରରେ ସମସ୍ତ ଭୋଟରଙ୍କୁ କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ ବୋଲି ମଧ୍ୟ ଉପସ୍ଥିତ ବିଧାୟକ ସୁଶାନ୍ତ ରାଉତଙ୍କ ସହ ଡେପୁଟି ମେୟର ଏବଂ ଅନ୍ୟ ବିଜେଡି କର୍ମକର୍ତାମାନେ ଭୋଟରଙ୍କୁ କହିଥିଲେ ।

Mo sapath

Leave A Reply

Your email address will not be published.