Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ବରିଷ୍ଠ କଂଗ୍ରେସ ନେତା ଭାଗବତ ପ୍ରସାଦ ମହାନ୍ତିଙ୍କ ବିୟୋଗ…

ଭାଗବତ ପ୍ରସାଦ ମହାନ୍ତିଙ୍କ ବିୟୋଗରେ କଂଗ୍ରେସ ଭବନରେ ଶ୍ରଦ୍ଧାଞ୍ଜଳି ଅର୍ପଣ...

0
Advertising:

ଭୁବନେଶ୍ୱର,ନିରପେକ୍ଷ ଖବର :ତା ୮.୧୨- ବରିଷ୍ଠ କଂଗ୍ରେସ ନେତା ତଥା ପ୍ରାକ୍ତନ ମର୍ନ୍ତୀ ସ୍ୱର୍ଗତ ଭାଗବତ ପ୍ରସାଦ ମହାନ୍ତିଙ୍କର ମରଶରୀର ପୂର୍ବାହ୍ନ ଘ. ୧୦.୩୦ ମି. ସମୟରେ କଂଗ୍ରେସ ଭବନ ପରିସରରେ ପଂହଚିବା ପରେ ଶୋକାକୁଳ ପରିବେଶରେ ପିସିସି ସଭାପତି ଶ୍ରୀଯୁକ୍ତ ନିରଞ୍ଜନ ପଟ୍ଟନାୟକ, ପୂର୍ବତନ ପିସିସି ସଭାପତି ଶ୍ରୀଯୁକ୍ତ କାହ୍ନୁଚରଣ ଲେଙ୍କା, ଜୟଦେବ ଜେନା ଓ ପ୍ରସାଦ ହରିଚନ୍ଦନଙ୍କ ସମେତ, ପ୍ରାକ୍ତନ ବିଧାୟକ ଅଂଶୁମାନ ମହାନ୍ତି, ସମୀର କୁମାର ରାଉତରାୟ, ଗୁରୁପଦ ନନ୍ଦ, ବରିଷ୍ଠ ଆଇନଜୀବି କଂଗ୍ରେସ ନେତା ଧରଣୀଧର ନାୟକ, ପଦ୍ମାକର ଗୁରୁ, ଚିନ୍ମୟ ସୁନ୍ଦର ଦାସ, ଲିଙ୍ଗରାଜ ସାହୁ, ତରୁଣ ମିଶ୍ର, ଦୀପକ ମହାପାତ୍ର, ହଳଧର ସେଠୀ, ସୁଶାନ୍ତ ତ୍ରିପାଠୀ, ମାନସ ମଲ୍ଲିକ, ମନୋରଞ୍ଜନ ରାଉତରାୟ, ରାଜକିଶୋର ବାରିକ, ସଂକୁନା କହଁର, ବିନୋଦ ରାଉତ ପ୍ରମୁଖ କଂଗ୍ରେସ ନେତୃମଣ୍ଡଳୀ
ସ୍ୱର୍ଗତ ମହାନ୍ତିଙ୍କ ମରଶରୀରରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ସ୍ୱର୍ଗତ ମହାନ୍ତିଙ୍କ ମରଶରୀରରେ ଶ୍ରୀଯୁକ୍ତ ପଟ୍ଟନାୟକ କଂଗ୍ରେସ ଦଳୀୟ ପତାକା ଅର୍ପଣ ସହ ଶେଷ ସମ୍ମାନ ଜଣାଇଥିଲେ । ସ୍ୱର୍ଗତ ମହାନ୍ତିଙ୍କ ବିୟୋଗ ଓଡ଼ିଶା ରାଜନୀତିରେ ବିଶେଷକରି କଂଗ୍ରେସ ଦଳ ପାଇଁ ଅପୁରଣୀୟକ୍ଷତି ବୋଲି ଶ୍ରୀଯୁକ୍ତ ପଟ୍ଟନାୟକ ମତବ୍ୟକ୍ତ ଦେଇଥିଲେ।

Mo sapath

Leave A Reply

Your email address will not be published.