Blank space
Blank space
Breaking News/ମୁଖ୍ୟ ଖବର:
ଓଡିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ଲିଃ ର (ଉତ୍କଳିକା) ୬୭ ତମ ପ୍ରତିଷ୍ଠା ଦିବସ ପାଳିତ*କେନ୍ଦୁଝର ଠାରେ ରଙ୍ଗବତୀ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀନୂଆ ଓଡ଼ିଆ ଚଳଚ୍ଚିତ୍ର “ନାୟିକା”ର ଟାଇଟଲ ଘୋଷଣା*କବି ଜୟଦେବ ଙ୍କ ଜନ୍ମ ପୀଠ କେନ୍ଦୁବିଲ୍ଵ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତଗୀତି କୈବଲ୍ୟ’ ପୁସ୍ତକ ଲୋକାର୍ପଣଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…
Blank space

ବରିଷ୍ଠ କଂଗ୍ରେସ ନେତା ଭାଗବତ ପ୍ରସାଦ ମହାନ୍ତିଙ୍କ ବିୟୋଗ…

ଭାଗବତ ପ୍ରସାଦ ମହାନ୍ତିଙ୍କ ବିୟୋଗରେ କଂଗ୍ରେସ ଭବନରେ ଶ୍ରଦ୍ଧାଞ୍ଜଳି ଅର୍ପଣ...

0
Advertising:

ଭୁବନେଶ୍ୱର,ନିରପେକ୍ଷ ଖବର :ତା ୮.୧୨- ବରିଷ୍ଠ କଂଗ୍ରେସ ନେତା ତଥା ପ୍ରାକ୍ତନ ମର୍ନ୍ତୀ ସ୍ୱର୍ଗତ ଭାଗବତ ପ୍ରସାଦ ମହାନ୍ତିଙ୍କର ମରଶରୀର ପୂର୍ବାହ୍ନ ଘ. ୧୦.୩୦ ମି. ସମୟରେ କଂଗ୍ରେସ ଭବନ ପରିସରରେ ପଂହଚିବା ପରେ ଶୋକାକୁଳ ପରିବେଶରେ ପିସିସି ସଭାପତି ଶ୍ରୀଯୁକ୍ତ ନିରଞ୍ଜନ ପଟ୍ଟନାୟକ, ପୂର୍ବତନ ପିସିସି ସଭାପତି ଶ୍ରୀଯୁକ୍ତ କାହ୍ନୁଚରଣ ଲେଙ୍କା, ଜୟଦେବ ଜେନା ଓ ପ୍ରସାଦ ହରିଚନ୍ଦନଙ୍କ ସମେତ, ପ୍ରାକ୍ତନ ବିଧାୟକ ଅଂଶୁମାନ ମହାନ୍ତି, ସମୀର କୁମାର ରାଉତରାୟ, ଗୁରୁପଦ ନନ୍ଦ, ବରିଷ୍ଠ ଆଇନଜୀବି କଂଗ୍ରେସ ନେତା ଧରଣୀଧର ନାୟକ, ପଦ୍ମାକର ଗୁରୁ, ଚିନ୍ମୟ ସୁନ୍ଦର ଦାସ, ଲିଙ୍ଗରାଜ ସାହୁ, ତରୁଣ ମିଶ୍ର, ଦୀପକ ମହାପାତ୍ର, ହଳଧର ସେଠୀ, ସୁଶାନ୍ତ ତ୍ରିପାଠୀ, ମାନସ ମଲ୍ଲିକ, ମନୋରଞ୍ଜନ ରାଉତରାୟ, ରାଜକିଶୋର ବାରିକ, ସଂକୁନା କହଁର, ବିନୋଦ ରାଉତ ପ୍ରମୁଖ କଂଗ୍ରେସ ନେତୃମଣ୍ଡଳୀ
ସ୍ୱର୍ଗତ ମହାନ୍ତିଙ୍କ ମରଶରୀରରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ସ୍ୱର୍ଗତ ମହାନ୍ତିଙ୍କ ମରଶରୀରରେ ଶ୍ରୀଯୁକ୍ତ ପଟ୍ଟନାୟକ କଂଗ୍ରେସ ଦଳୀୟ ପତାକା ଅର୍ପଣ ସହ ଶେଷ ସମ୍ମାନ ଜଣାଇଥିଲେ । ସ୍ୱର୍ଗତ ମହାନ୍ତିଙ୍କ ବିୟୋଗ ଓଡ଼ିଶା ରାଜନୀତିରେ ବିଶେଷକରି କଂଗ୍ରେସ ଦଳ ପାଇଁ ଅପୁରଣୀୟକ୍ଷତି ବୋଲି ଶ୍ରୀଯୁକ୍ତ ପଟ୍ଟନାୟକ ମତବ୍ୟକ୍ତ ଦେଇଥିଲେ।

Mo sapath

Leave A Reply

Your email address will not be published.