Blank space
Breaking News/ମୁଖ୍ୟ ଖବର:
ଶିକ୍ଷା, ସଚେତନତା ମାଧ୍ୟମରେ ମଧ୍ୟସ୍ଥତା ସଂସ୍କୃତି ସୃଷ୍ଟି କରିବା ଉପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଗୁରୁତ୍ୱାରୋପରନ୍ଧନ ଗ୍ୟାସ ବ୍ୟବହାର କରୁଛନ୍ତି କି ହେଇ ଯାଆନ୍ତୁ ସାବଧାନ !ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଓଡ଼ିଶା କମ୍ୟୁନିଟି ଟ୍ୟାଙ୍କ ବିକାଶ ସମିତି ପରିଚାଳନା ପରିଷଦର ଦ୍ୱାଦଶ ବୈଠକ ଅନୁଷ୍ଠିତଦ୍ଵିତୀୟ ନ୍ୟାସନାଲ ମେଡିଏସନ କର୍ମଶାଳା ନେଇ ପ୍ରସ୍ତୁତି ବୈଠକଏନ୍.ଭାସ୍କର ରାଓ ଓ ହିମିରିକାଙ୍କ ଇସ୍ତଫାକଟକ ଜିଲ୍ଲାରେ ରାଜସ୍ୱ ଓ ଭୂଅର୍ଜନ ସମ୍ବନ୍ଧୀୟ ସମୀକ୍ଷା ବୈଠକ ଅନୁଷ୍ଠିତଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁ
Blank space
Blank space

ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ଦ୍ୱାରା ମାଲକାନଗିରିଠାରେ ଶିକ୍ଷକ ଆବାସିକ ଭବନ ଓ ଅତିରିକ୍ତ ଶ୍ରେଣୀ ଗୃହ ନିର୍ମାଣର ଭିତ୍ତିପ୍ରସ୍ତର ସ୍ଥାପନ

0

ଭୁବନେଶ୍ୱର,ନିରପେକ୍ଷ ଖବର:୧୮/୧୨/୨୦୧୯ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶ ମାଲକାନଗିରି ଜିଲ୍ଲା ଗସ୍ତରେ ଯାଇ ଚିତ୍ରକୋଣ୍ଡା ବ୍ଳକ୍‌ ଅନ୍ତର୍ଗତ ସ୍ୱାଭିମାନ ଅଞ୍ଚଳରେ କାର୍ଯ୍ୟରତ ଶିକ୍ଷକ ଓ ଶିକ୍ଷୟିତ୍ରୀମାନଙ୍କର ରହଣି ସୁବିଧା ଏବଂ
ଛାତ୍ରଛାତ୍ରୀମାନଙ୍କର ଶ୍ରେଣୀଗୃହ ସହିତ ବିଦ୍ୟାଳୟର ଆନୁଷଙ୍ଗିକ ଭିତ୍ତିଭୂମିର ବିକାଶ ପାଇଁ କ୍ଲଷ୍ଟର ବୋର୍ଡ ମାଧ୍ୟମରେ ଶିକ୍ଷକ ଆବାସିକ ଭବନ ଓ ଅତିରିକ୍ତ ଶ୍ରେଣୀ ଗୃହ ନିର୍ମାଣର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ।

Advertising:
Blank space

ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ସାଂସଦ ନବରଙ୍ଗପୁର ଶ୍ରୀ ରମେଶ ଚନ୍ଦ୍ର ମାଝୀ, ଚିତ୍ରକୋଣ୍ଡା ବିଧାୟକ ଶ୍ରୀ ପୂର୍ଣ୍ଣଚନ୍ଦ୍ର ବାକା, ଉନ୍ନୟନ କମିଶନର ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ମାଲକାନଗିରିର ଜିଲ୍ଲାପାଳ ଶ୍ରୀ ମନୀଷ ଅଗ୍ରୱାଲ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ଦଶରଥ ପଡ଼ିଆମି, ସ୍ୱତନ୍ତ୍ର ଉନ୍ନୟନ ପରିଷଦର ସଭାପତି ଶ୍ରୀ ମାନସ ମାଡ଼କାମି, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ରମେଶ ଚନ୍ଦ୍ର ସେଠୀ ପ୍ରମୁଖ ଉପସ୍ଥିତ ଥିଲେ ।

Mo sapath

Leave A Reply

Your email address will not be published.