Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ଦ୍ୱାରା ମାଲକାନଗିରିଠାରେ ଶିକ୍ଷକ ଆବାସିକ ଭବନ ଓ ଅତିରିକ୍ତ ଶ୍ରେଣୀ ଗୃହ ନିର୍ମାଣର ଭିତ୍ତିପ୍ରସ୍ତର ସ୍ଥାପନ

0

ଭୁବନେଶ୍ୱର,ନିରପେକ୍ଷ ଖବର:୧୮/୧୨/୨୦୧୯ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶ ମାଲକାନଗିରି ଜିଲ୍ଲା ଗସ୍ତରେ ଯାଇ ଚିତ୍ରକୋଣ୍ଡା ବ୍ଳକ୍‌ ଅନ୍ତର୍ଗତ ସ୍ୱାଭିମାନ ଅଞ୍ଚଳରେ କାର୍ଯ୍ୟରତ ଶିକ୍ଷକ ଓ ଶିକ୍ଷୟିତ୍ରୀମାନଙ୍କର ରହଣି ସୁବିଧା ଏବଂ
ଛାତ୍ରଛାତ୍ରୀମାନଙ୍କର ଶ୍ରେଣୀଗୃହ ସହିତ ବିଦ୍ୟାଳୟର ଆନୁଷଙ୍ଗିକ ଭିତ୍ତିଭୂମିର ବିକାଶ ପାଇଁ କ୍ଲଷ୍ଟର ବୋର୍ଡ ମାଧ୍ୟମରେ ଶିକ୍ଷକ ଆବାସିକ ଭବନ ଓ ଅତିରିକ୍ତ ଶ୍ରେଣୀ ଗୃହ ନିର୍ମାଣର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ।

Advertising:
Blank space

ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ସାଂସଦ ନବରଙ୍ଗପୁର ଶ୍ରୀ ରମେଶ ଚନ୍ଦ୍ର ମାଝୀ, ଚିତ୍ରକୋଣ୍ଡା ବିଧାୟକ ଶ୍ରୀ ପୂର୍ଣ୍ଣଚନ୍ଦ୍ର ବାକା, ଉନ୍ନୟନ କମିଶନର ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ମାଲକାନଗିରିର ଜିଲ୍ଲାପାଳ ଶ୍ରୀ ମନୀଷ ଅଗ୍ରୱାଲ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ଦଶରଥ ପଡ଼ିଆମି, ସ୍ୱତନ୍ତ୍ର ଉନ୍ନୟନ ପରିଷଦର ସଭାପତି ଶ୍ରୀ ମାନସ ମାଡ଼କାମି, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ରମେଶ ଚନ୍ଦ୍ର ସେଠୀ ପ୍ରମୁଖ ଉପସ୍ଥିତ ଥିଲେ ।

Mo sapath

Leave A Reply

Your email address will not be published.