Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

କୋଣାର୍କ ଇଂଟରପ୍ରିଟେସେନ ସେଂଟର ବୁଲିଲେ କେନ୍ଦ୍ରମନ୍ତ୍ରୀ

0

* ରାଜ୍ୟରେ ଉଚ୍ଚସ୍ତରର ପର୍ଯ୍ୟଟନ ସ୍ଥଳ ବନାଇବା ସମସ୍ତଙ୍କ ଦାୟିତ୍ୱ
କୋଣାର୍କ,ନିରପେକ୍ଷ ଖବର: ଡିସେମ୍ବର ୩୦ – ଓଡିଶାରେ ପର୍ଯ୍ୟଟନ ବଢାଇବା ସମସ୍ତଙ୍କ ଦାୟିତ୍ୱ । ପୁରୀ, କୋଣାର୍କ,
ଚିଲିକା ସବୁ ଅଂଚଳକୁ ମିଶାଇ ପର୍ଯ୍ୟଟକମାନଙ୍କ ପାଇଁ ଏକ ଉଚ୍ଚସ୍ତରର ପର୍ଯ୍ୟଟନ ସ୍ଥଳ ବନାଇବା ପାଇଁ ସମସ୍ତଙ୍କର ଦାୟିତ୍ୱ ରହିଛି ।

Advertising:
Blank space

ଏହି କ୍ଷେତ୍ରର ବିକାଶ ହିଁ ରାଜ୍ୟର ଦ୍ରୁତ ପ୍ରଗତି ଆଣିବ ବୋଲି ସୋମବାର କୋଣାର୍କ ସ୍ଥିତ ବାଖ୍ୟାନ କେନ୍ଦ୍ର (ଇଂଟରପ୍ରିଟେସନ ସେଂଟର) ବୁଲିଦେଖିବା ପରେ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତରରେ ଶ୍ରୀ ପ୍ରଧାନ କହିଛନ୍ତି ଯେ ରାଜ୍ୟରେ ଉଚ୍ଚମାନର ପର୍ଯ୍ୟଟନ ସ୍ଥଳ ହେଲେ ବିଶ୍ୱରେ ଓଡିଶାର ଭଷା, ସଂସ୍କୃତି ଓ କଳାର ପ୍ରଚାରପ୍ରସାର ହେବ । ସବୁଠୁ ଅଧିକ ରୋଜଗାର ଉପଲବ୍ଧ କରିବାରେ ପର୍ଯ୍ୟଟନ ବିଭାଗର କ୍ଷମତା ରହିଛି । ଓଡିଶାରେ ପର୍ଯ୍ୟଟନ କ୍ଷେତ୍ର ଭଲ ଭୂମିକା କାମ
କରିପାରିବ ।

Mo sapath

Leave A Reply

Your email address will not be published.