Blank space
Blank space
Breaking News/ମୁଖ୍ୟ ଖବର:
କଟକ ସ୍ଥିତ ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ୍ ଠାରେ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା “ଓଡିଶା ମାଷ୍ଟର୍ସ ୨୦୨୫” ଉଦ୍‌ଘାଟିତବିଧାନସଭା ଠାରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀ ପାଳିତ୪୪,୭୭୧ କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ କେନ୍ଦ୍ର ଅନୁମୋଦନକେଏଲ୍ ବିଶ୍ବବିଦ୍ୟାଳୟ ପକ୍ଷରୁ କ୍ୟାରିୟର ସମ୍ମିଳନୀକଳିଙ୍ଗ ଷ୍ଟାଡ଼ିୟମ୍‌ରେ ଆରମ୍ଭ ହେଲା ୩୭ତମ ସବ-ଜୁନିୟର ଜାତୀୟ ବ୍ୟାଡ଼ମିଣ୍ଟନ ଚାମ୍ପିୟନସିପ୍୨୩ ରେ ପାରାଦୀପ ଡମ୍ପର ମାଲିକ ସଙ୍ଘ ନିର୍ବାଚନ : ସଦା ଙ୍କ ପଲ୍ଲା ଭାରି !ବିଧାନସଭା ପରିସରରେ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତପାରାଦୀପ କଲେଜ ଏନସିସି ଓ ଆଲୁମୁନି ଆସୋସିଏସନ ପକ୍ଷରୁ ମେଗା ରକ୍ତଦାନ ଶିବିର ଆୟୋଜିତ : ୧୧୬ ୟୁନିଟ ରକ୍ତ ସଂଗୃହିତସରକାରୀ ଯୋଜନାରେ ବଦଳିନି ୪ ଅସହାୟ ପିଲାଙ୍କ ଭାଗ୍ୟ : ଭବିଷ୍ୟତ ଅନ୍ଧାରରେ, ସହାୟତା ପାଇଁ ସ୍ନେହମୟୀ ଙ୍କ ପ୍ରଚେଷ୍ଟାନଭେମ୍ବର ମାସ ଶେଷ ସୁଦ୍ଧା ସାରା ରାଜ୍ୟରେ ଗୁଣାତ୍ମକ ଆଳୁ ବିହନ ବିତରଣ ପାଇଁ ଲକ୍ଷ୍ଯବ୍ୟାଙ୍କ ଅଫ ବରୋଦା ଦ୍ୱାରା ମେଗା କିଷାନ ମେଳା ଆୟୋଜିତଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିର
Blank space

ନିରଞ୍ଜନ ସେଠୀ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ (ବୈଷୟିକ) ହେଲେ ।

0

ଭୁବନେଶ୍ୱର,ନିରପେକ୍ଷ ଖବର :ତା-୨.୧.୨୦୨୦ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ତଥା ଯୁଗ୍ମ ଶାସନ ସଚିବ ଭାବେ କାର୍ଯ୍ୟ କରୁଥିବା ଶ୍ରୀ ନିରଞ୍ଜନ ସେଠୀଙ୍କର ନିର୍ଦ୍ଦେଶକ(ବୈଷୟିକ) ପଦବୀକୁ ପଦନ୍ନୋତି ହୋଇଛି ।

Advertising:
Blank space

ଶ୍ରୀ ସେଠୀ ତାଙ୍କର ୩୦ ବର୍ଷ କାର୍ଯ୍ୟକାଳ ମଧ୍ୟରେ ବିଭିନ୍ନ ସମୟରେ ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀଙ୍କ ଲୋକ ସଂପର୍କ ଅଧିକାରୀ, ବିଭିନ୍ନ ଜିଲ୍ଲାରେ ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ, ଉତରାଂଚଳ ଉପ ନିର୍ଦ୍ଦେଶକ ( ସମ୍ବଲପୁର), ବିଭାଗର ପ୍ରାୟତଃ ସବୁ ବ୍ରାଂଚରେ ବ୍ରାଂଚ ଅଫିସର ଭାବେ କାର୍ଯ୍ୟକରି ନିଜର ଦକ୍ଷତା ପ୍ରଦର୍ଶନ କରିଛନ୍ତି । ଗତ ୨୦୧୯ ସାଧାରଣ ନିର୍ବାଚନରେ ନିର୍ବାଚନ ଆୟୋଗଙ୍କ ସୁପାରିଶରେ ଓଡିଶା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ସେ ମିଡିଆ ମ୍ୟାନେଜ୍ମେଣ୍ଟ ଓ ସୋସିଆଲ ମିଡିଆର ନୋଡାଲ ଅଫିସର ଭାବେ ଅତି ସଫଳତାର ସହିତ କାର୍ଯ୍ୟ କରିଛନ୍ତି । ମିଡିଆ ମ୍ୟାନେଜମେଣ୍ଟ କ୍ଷେତ୍ରରେ ଅନେକ ପ୍ରତିକୂଳ ପରିସ୍ଥିତିରେ କାର୍ଯ୍ୟକରି ସେ ଗଣମାଧ୍ୟମ ଜଗତରେ ବେଶ ପରିଚିତ ହୋଇପାରିଛନ୍ତି । ରାଜ୍ୟ ସରକାରଙ୍କ ୫-ଟି ଆଧାରରେ ପଦନ୍ନୋତି ପ୍ରକ୍ରିୟା ତ୍ୱରାନ୍ୱିତ ହେବା ଫଳରେ ଶ୍ରୀ ସେଠୀଙ୍କର ଦୀର୍ଘ ଦିନର ଅଭିଜ୍ଞତା ଓ ବିଭାଗୀୟ କାର୍ଯ୍ୟରେ ବୈଷୟିକ ଦକ୍ଷତାକୁ ଉପଲବ୍ଧି କରି ରାଜ୍ୟ ସରକାର ତାଙ୍କୁ ନିର୍ଦ୍ଦେଶକ ( ବୈଷୟିକ) ଭାବେ ପଦନ୍ନୋତି ଦେଇଛନ୍ତି । ତାଙ୍କର କର୍ତବ୍ୟ ନିଷ୍ଠା, ଦୀର୍ଘ ଅଭିଜ୍ଞତା ଆଗାମୀ ଦିନରେ ୫-ଟି ଆଧାରରେ ବିଭାଗକୁ ଅଧିକ ସକ୍ରିୟ କରିବ ବୋଲି ଆଶା ଓ ବିଶ୍ୱାସ ।

Mo sapath

Leave A Reply

Your email address will not be published.