Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ନିରଞ୍ଜନ ସେଠୀ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ (ବୈଷୟିକ) ହେଲେ ।

0

ଭୁବନେଶ୍ୱର,ନିରପେକ୍ଷ ଖବର :ତା-୨.୧.୨୦୨୦ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ତଥା ଯୁଗ୍ମ ଶାସନ ସଚିବ ଭାବେ କାର୍ଯ୍ୟ କରୁଥିବା ଶ୍ରୀ ନିରଞ୍ଜନ ସେଠୀଙ୍କର ନିର୍ଦ୍ଦେଶକ(ବୈଷୟିକ) ପଦବୀକୁ ପଦନ୍ନୋତି ହୋଇଛି ।

Advertising:
Blank space

ଶ୍ରୀ ସେଠୀ ତାଙ୍କର ୩୦ ବର୍ଷ କାର୍ଯ୍ୟକାଳ ମଧ୍ୟରେ ବିଭିନ୍ନ ସମୟରେ ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀଙ୍କ ଲୋକ ସଂପର୍କ ଅଧିକାରୀ, ବିଭିନ୍ନ ଜିଲ୍ଲାରେ ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ, ଉତରାଂଚଳ ଉପ ନିର୍ଦ୍ଦେଶକ ( ସମ୍ବଲପୁର), ବିଭାଗର ପ୍ରାୟତଃ ସବୁ ବ୍ରାଂଚରେ ବ୍ରାଂଚ ଅଫିସର ଭାବେ କାର୍ଯ୍ୟକରି ନିଜର ଦକ୍ଷତା ପ୍ରଦର୍ଶନ କରିଛନ୍ତି । ଗତ ୨୦୧୯ ସାଧାରଣ ନିର୍ବାଚନରେ ନିର୍ବାଚନ ଆୟୋଗଙ୍କ ସୁପାରିଶରେ ଓଡିଶା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ସେ ମିଡିଆ ମ୍ୟାନେଜ୍ମେଣ୍ଟ ଓ ସୋସିଆଲ ମିଡିଆର ନୋଡାଲ ଅଫିସର ଭାବେ ଅତି ସଫଳତାର ସହିତ କାର୍ଯ୍ୟ କରିଛନ୍ତି । ମିଡିଆ ମ୍ୟାନେଜମେଣ୍ଟ କ୍ଷେତ୍ରରେ ଅନେକ ପ୍ରତିକୂଳ ପରିସ୍ଥିତିରେ କାର୍ଯ୍ୟକରି ସେ ଗଣମାଧ୍ୟମ ଜଗତରେ ବେଶ ପରିଚିତ ହୋଇପାରିଛନ୍ତି । ରାଜ୍ୟ ସରକାରଙ୍କ ୫-ଟି ଆଧାରରେ ପଦନ୍ନୋତି ପ୍ରକ୍ରିୟା ତ୍ୱରାନ୍ୱିତ ହେବା ଫଳରେ ଶ୍ରୀ ସେଠୀଙ୍କର ଦୀର୍ଘ ଦିନର ଅଭିଜ୍ଞତା ଓ ବିଭାଗୀୟ କାର୍ଯ୍ୟରେ ବୈଷୟିକ ଦକ୍ଷତାକୁ ଉପଲବ୍ଧି କରି ରାଜ୍ୟ ସରକାର ତାଙ୍କୁ ନିର୍ଦ୍ଦେଶକ ( ବୈଷୟିକ) ଭାବେ ପଦନ୍ନୋତି ଦେଇଛନ୍ତି । ତାଙ୍କର କର୍ତବ୍ୟ ନିଷ୍ଠା, ଦୀର୍ଘ ଅଭିଜ୍ଞତା ଆଗାମୀ ଦିନରେ ୫-ଟି ଆଧାରରେ ବିଭାଗକୁ ଅଧିକ ସକ୍ରିୟ କରିବ ବୋଲି ଆଶା ଓ ବିଶ୍ୱାସ ।

Mo sapath

Leave A Reply

Your email address will not be published.