Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ଶୋଭନୀୟ ପ୍ଲେ ସ୍କୁଲର ୧୭ତମ ବାର୍ଷିକ ଉତ୍ସବ

0

ଭୁବନେଶ୍ୱର,ନିରପେକ୍ଷ ଖବର: ତା,୦୨/୦୨/୨୦୨୦  ପୋଖରୀପୁଟ ସ୍ଥିତ ଶୋଭନୀୟ ପ୍ଲେ ସ୍କୁଲର ୧୭ତମ ବାର୍ଷିକ ଉତ୍ସବ ଆଜି ଜୟଦେବ ଭବନଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଶିକ୍ଷାବିତ
ପ୍ରଫେସର ଡ. ବାସୁଦେବ ଛାଟୋଇ ମୁଖ୍ୟ ଅତିଥିଭାବେ ଯୋଗଦେଇ କହିଥିଲେ ଛାତ୍ରଛାତ୍ରୀମାନେ ଦେଶ ଓ ରାଜ୍ୟର ଭବିଷ୍ୟତ । ତେଣୁ ତାଙ୍କ ପ୍ରଥମରୁ ଉଚିତ୍ ଶିକ୍ଷା, ସଂସ୍କାର, ନିତିନିୟମ ପାଳନ କରିବାପାଇଁ ପିତାମାତା ମାନେ ଯତ୍ନବାନ ନେବା ଉଚିତ୍ । ସମ୍ମାନିତ ଅତିଥିଭାବେ ୟୁଥ ଆଣ୍ଡ ସ୍ପୋର୍ଟ ଅଫିସର ଶ୍ରୀମତୀ ନିବେଦିତା ଆଚାର୍ଯ୍ୟ ଯୋଗଦେଇ ଛାତ୍ରଛାତ୍ରୀଙ୍କ ଉଚ୍ଚପ୍ରଶଂସା କରିବା ସହିତ ଉତୋରତର କାମନା କରିଥିଲେ । ପ୍ରାରମ୍ଭରେ ଅତିଥିମାନେ ପ୍ରଦୀପ ପ୍ରଜ୍ୱଳନ କରି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିବାବେଳେ ସ୍କୁଲର ଅଧ୍ୟକ୍ଷା ଶ୍ରୀମତୀ ଭାଗ୍ୟଲକ୍ଷ୍ମୀ ମହାପାତ୍ର ଅତିଥିମାନଙ୍କ ପରିଚୟ ପ୍ରଦାନ କରିବା ସହିତ
ବାର୍ଷିକ ବିବରଣୀ ପାଠ କରିଥିଲେ । ଏହି ଅବସରର ବିଦ୍ୟାଳୟର ଅନୁଷ୍ଠିତ ହୋଇଥିବା ପ୍ରତିଯୋଗିତାରେ ବିଜୟଲାଭ କରିଥିବା କୁନି କୁନି ପିଲାମାନଙ୍କୁ ଓ ଅଭିଭାବକ ମାନଙ୍କ ମଧ୍ୟରେ ହୋଇଥିବା କୃତି ପ୍ରତିଯୋଗୀମାନଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା । ଏହାପରେ ବିଦ୍ୟାଳୟର କୁନି କୁନି ଛାତ୍ରଛାତ୍ରୀଙ୍କ ଦ୍ୱାରା ଆକର୍ଷଣୀୟ ରଂଗାରଂଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ବିଦ୍ୟାଳୟର ଶୀକ୍ଷୟତ୍ରୀ ବନଲତା, ସୁଜାତା, ଅରୁନନ୍ଧତୀ, ସ୍ନିଗ୍ଧା ଓ ନୃତ୍ୟ
ଗୁରୁ ଦିଲ୍ଲୀପ କାର୍ଯ୍ୟକ୍ରମକୁ ପରିଚାଳନ କରିଥିବା ବେଳେ ମଂଚ ପରିଚାଳନା କରିଥିଲେ, ଶତରୁପା, ସୁବାଙ୍ଗୀ, ଅକ୍‌ସିତା ଓ ଦିବାଂଶୀ । ଶେଷରେ ବିଦ୍ୟାଳୟର ଶିକ୍ଷୟତ୍ରୀ ବିସ୍ମିତା ଧନ୍ୟବାଦ ଅର୍ପଣ କରିଥିଲେ ।

Mo sapath

Leave A Reply

Your email address will not be published.