ଭୁବନେଶ୍ୱର,ନିରପେକ୍ଷ ଖବର:ତା୨୧/୦୨ ପବିତ୍ର ମହାଶିବରାତ୍ରି ତଥା ଜାଗରଯାତ୍ରା ଅବସରରେ କେନ୍ଦ୍ରମନ୍ତ୍ରୀ
ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ସଂଧ୍ୟାରେ ସ୍ଥାନୀୟ ଲିଙ୍ଗରାଜ ମନ୍ଦିରକୁ ଯାଇ ପ୍ରଭୁଙ୍କ ଦର୍ଶନ କରିଛନ୍ତି । ଏହି
ଅବସରରେ ଶ୍ରୀ ପ୍ରଧାନ ଏକାମ୍ର ସାଂସ୍କୃତିକ ପ୍ରକାଶନୀ ପକ୍ଷରୁ ଆୟୋଜିତ ସାଂସ୍କତିକ କାର୍ଯ୍ୟକ୍ରମ ଓ ଭଜନ
ସମାରୋହ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି ।
ଉକ୍ତ କାର୍ଯ୍ୟକ୍ରମରେ ଯୋଗଦେଇ ଶ୍ରୀ ପ୍ରଧାନ କହିଛନ୍ତି ଯେ ପ୍ରଭୁ ଲିଙ୍ଗରାଜଙ୍କ ପବିତ୍ର ଏକାମ୍ର କ୍ଷେତ୍ର
ଓଡିଶାବାସୀଙ୍କ ଆସ୍ଥା ଓ ବିଶ୍ୱାସର କେନ୍ଦ୍ର । ଏହି ପ୍ରାଚୀନ ମନ୍ଦିର କେବଳ ଧାର୍ମିକ ବିଶ୍ୱାସ ନୁହେଁ ଓଡିଆ
ଜାତିର ବୈଜ୍ଞାନିକ ଭିତିଭୂମି ଓ ଜ୍ଞାନର ପ୍ରମାଣ ।
ଶ୍ରୀ ପ୍ରଧାନ କହିଛନ୍ତି ଯେ ଆମର ପୂର୍ବଜମାନେ ଲିଙ୍ଗରାଜ ମନ୍ଦିର ତିଆରି କରିଥିଲେ । ମନ୍ଦିରମାଳିନୀ ସହର
ଭୁବନେଶ୍ୱରରେ ଏହି ମନ୍ଦିର ଶତାବ୍ଦୀ ଶତାବ୍ଦୀ ଧରି ନିଜ ପରିଚୟ ଦେଉଛି ଏବଂ ଏହା ଓଡିଆ ମାନଙ୍କ ପାଇଁ
ସୌଭାଗ୍ୟର ବିଷୟ । ଭୁବନେଶ୍ୱରକୁ ବିଶ୍ୱର ଆଧୁନିକ ସହର ଭାବେ ତିଆରି କରିବା ପାଇଁ ସମସ୍ତଙ୍କ
ସହଯୋଗର ଆବଶ୍ୟକତା ରହିଛି ବୋଲି ସେ କହିଛନ୍ତି
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched