Blank space
Blank space
Breaking News/ମୁଖ୍ୟ ଖବର:
କାମ ନ କରି ଦେହରେ କଳା ବ୍ୟାଚ ପିନ୍ଧି ପ୍ରତିବାଦ କଲେମାଇକ୍ରୋ ଫାଇନାନ୍ସ ଇଣ୍ଡିଷ୍ଟ୍ରି ନେଟୱାର୍କ (ଏମ.ଏଫ.ଆଇ. ଏନ) ଆନୁକୂଲ୍ୟରେ ମାଇକ୍ରୋଫାଇନାନ୍ସ ସଚେତନତା କାର୍ଯ୍ୟକ୍ରମଯାଜପୁରରେ ବ୍ୟାପୁଛି ଡାଇରିଆ ୨୦୦ରୁ ଉର୍ଦ୍ଧ୍ବ ଆକ୍ରାନ୍ତସମ୍ବଲପୁର ଜିଲ୍ଲାର ଉନ୍ନତି ଉପରେ ପ୍ରାଥମିକତା ଦେଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରପଦ୍ମଶ୍ରୀ ହଳଧର ନାଗ ଙ୍କୁ ଭେଟିଲେ ଖଇରା ମାଟିର ପୁଅଓଡିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ଲିଃ ର (ଉତ୍କଳିକା) ୬୭ ତମ ପ୍ରତିଷ୍ଠା ଦିବସ ପାଳିତ*କେନ୍ଦୁଝର ଠାରେ ରଙ୍ଗବତୀ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀନୂଆ ଓଡ଼ିଆ ଚଳଚ୍ଚିତ୍ର “ନାୟିକା”ର ଟାଇଟଲ ଘୋଷଣା*କବି ଜୟଦେବ ଙ୍କ ଜନ୍ମ ପୀଠ କେନ୍ଦୁବିଲ୍ଵ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତଗୀତି କୈବଲ୍ୟ’ ପୁସ୍ତକ ଲୋକାର୍ପଣଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ 
Blank space

ଭିନକ୍ଷମ ଛାତ୍ର ଓ ସଫେଇ କର୍ମଚାରୀ ଙ୍କୁ ସହାୟତାର ହାତ ବଢାଇଲେ ଅର୍ଜୁନ

0

ଭୂବନେଶ୍ୱର,ନିରପେକ୍ଷ ଖବର:୦୨.୦୫:ସମଗ୍ର ବିଶ୍ୱ କରୋନା ମହାମାରୀରେ ସଂଗ୍ରାମ କରୁଥିବା ବେଳେ ନିରାଶୟ , ଅସହାୟ ଲୋକଙ୍କୁ ସାହାଯ୍ୟର ହାତ ବଢାଇ ଚର୍ଚ୍ଚାର କେନ୍ଦ୍ରବିନ୍ଦୁକୁ ଆସିଥିବା ଯୁବ ସମାଜସେବୀ ଅର୍ଜୁନ ସାହୁ ପୁଣିଥରେ ମହାନତାର ପରିଚୟ ଦେଇଛନ୍ତି । ରାଜଧାନୀର ଚେତନା ମହାବିଦ୍ୟାଳୟରେ ପଢୁଥିବା ଶହେ ଜଣ ଭିନକ୍ଷମ ଛାତ୍ର ଓ ୬୦ରୁ ଉର୍ଦ୍ଧ୍ବ ସଫେଇ କର୍ମଚାରୀଙ୍କୁ ମାସ୍କ , ସାନିଟାଇଜର ଓ ଶୁଖିଲା ଖାଦ୍ୟ ବଣ୍ଟନ କରିଛନ୍ତି । ଅର୍ଜୁନ କହିଛନ୍ତି ଏଭଳି ସମୟରେ ଭିନକ୍ଷମ ମାନଙ୍କୁ କରୋନା ସମ୍ପର୍କରେ ସଚେତନ କରାଇବା ସହ ଆମ ପାଇଁ ଦିନ ରାତି ବିପଦକୁ ଖାତିରି ନକରି ସଫେଇ କାର୍ଯ୍ୟରେ ନିୟୋଜିତ ଥିବା ସଫେଇ କର୍ମଚାରୀଙ୍କୁ ନିତ୍ୟବ୍ୟବହର୍ଯ୍ୟ ଜିନିଷ ସହ ସମ୍ବର୍ଦ୍ଧିତ କରି ମୁଁ ଅତ୍ୟନ୍ତ ଖୁସି ।ଏଭଳି ପରିସ୍ଥିତିରେ ସମସ୍ତେ ଏକତ୍ରିତ ହୋଇ ଭିନ୍ନ ଭିନ୍ନ ପ୍ରୟାସ ଜରିଆରେ ପରସ୍ପରକୁ ସହଯୋଗର ହାତ ବଢାଇଲେ କରୋନା କୁ ମୁକାବିଲା କରିବା ସହଜ ହେବ।

Public advised
Mo sapath

Leave A Reply

Your email address will not be published.