Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ସହଯୋଗର ହାତ ବଢାଇଛି ମାତୃଶକ୍ତି ଫାଉଣ୍ଡେସନ

0

*ଲକ୍ଡାଉନ୍ ଆରମ୍ଭରୁ ଅସହାୟଙ୍କୁ ଯୋଗାଉଛନ୍ତି ଖାଦ୍ୟ ସାମଗ୍ରୀ ଓ ଜରୁରୀ ଉପକରଣ…   ଭୁବନେଶ୍ୱର, ନିିିରପେକ୍ଷ ଖବର:ତା ୨୦/୦୫ କରୋନା ମହାମାରୀର କାୟାରେ ଯେତେବେଳେ ସାରା ବିଶ୍ବ,ଦେଶ ଓ ରାଜ୍ୟ ଭିତତ୍ରସ୍ତ ସେହି ସମୟରେ ଅସହାୟ ମାନବ ସମାଜ।ଅସହାୟତା ଭିତରେ ଭୋକ ଉପାଶରେ କଟୁଛି ଅନେକଙ୍କ ଜନଜୀବନ।ଏହିପରି ସ୍ଥିତିରେ ସହଯୋଗର ହାତ ବଢାଇଛି ମାତୃଶକ୍ତି ଫାଉଣ୍ଡେସନ।ଭୁବନେଶ୍ୱର ଭି.ଏସ୍.ଏସ୍ ନଗରର ବିଭିନ୍ନ ବସ୍ତି ଅଞ୍ଚଳ ରେ ମାତୃଶକ୍ତି ଫାଉଣ୍ଡେସନର ଅଧ୍ୟକ୍ଷା ଶ୍ରୀମତୀ ପ୍ରଭାସିନୀ ମହାନ୍ତିଙ୍କ ନେତୃତ୍ବରେ ଶୁଖିଲା ଖାଦ୍ୟ ଓ ପାଠ୍ୟ ପୁସ୍ତକ ବଣ୍ଟନ କରାଯାଇଥିଲା। ଲକ୍ଡାଉନ୍ ଆରମ୍ଭ ଦିନଠାରୁ ସ୍ଥାନିୟ ବସ୍ତି ତଥା ନିରାସ୍ରୟ ଲୋକଙ୍କୁ ଜରୁରୀସାମଗ୍ରୀ ସହ ଅନ୍ୟାନ୍ୟ ଆବଶକୀୟ ଉପକରଣ ମାନ ଯୋଗାଇ ଆସୁଛନ୍ତି।ଫାଉଣ୍ଡେସନ ଅଧ୍ୟକ୍ଷାଙ୍କ ମତାନୁସାରେ ସମସ୍ତ ସଦସ୍ୟ ମାନଙ୍କର ସଦ୍ଇଛ୍ଛା ଓ ଅଦମ୍ୟ ସହଯୋଗରେ ଏହି ସବୁ ସମ୍ଭବ ହୋଇପାରିଛି। ଏହି କର୍ଯ୍ୟକ୍ରମ ରେ ମାତୃଶକ୍ତି ଫାଉଣ୍ଡେସନ ର କର୍ମକର୍ତ୍ତା ସୁକାନ୍ତି ,ସୋନି,ଜୟନ୍ତୀ,ସବିତା, ପ୍ରଭାତୀ,ଗୋଲାପ, ରୋଜି, ଶକୁନ୍ତଳା, ଦିପୀନା, ସଞ୍ଜୟ, ଆଦିତ୍ୟ, ସୁଶାନ୍ତ, ସମରଞ୍ଜନ ପ୍ରମୁଖ ଉପସ୍ଥିତ ଥିଲେ। ଆଗାମୀ ଦିନରେ ଏଇ ଭଳି ପ୍ରୟାସ ଜାରି ରହିବ ବୋଲି ମାତୃଶକ୍ତି ଫାଉଣ୍ଡେସନ ର ଅଧକ୍ଷ୍ୟା ଶ୍ରୀମତୀ ପ୍ରଭାସିନୀ ମହାନ୍ତି ମତବ୍ୟକ୍ତକରିଥିଲେ ।

Mo sapath

Leave A Reply

Your email address will not be published.