Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୨୩ ରେ ପହଂଚିଲା

0

ଭୁବନେଶ୍ୱର, ନିରପେକ୍ଷ ଖବର:ତା,୨୯/୦୫ ରାଜ୍ୟରେ ଆଜି ୬୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ଆକ୍ରାନ୍ତ ମାନଙ୍କୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୨୩ ଛୁଇଁଛି । ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୬୧ ଜଣ ବିଭିନ୍ନ ସଂଗରୋଧରେ ଥିବା ସମୟରେ ଚିନ୍ହଟ ହୋଇଛନ୍ତି ବାକି ୨ଜଣ ସ୍ଥାନୀୟ ଲୋକ ବୋଲି ଜଣାପଡିଛି। ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୮୨୭ ଜଣ ଚିକିତ୍ସା ହେଉଥିବା ବେଳେ ୮୮୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୭ଜଣଙ୍କର ମୃତ୍ୟୁ ଘଟିଛି। ତେବେ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୧୨, ଜଗତସିଂପୁର ୧୧, ବାଲେଶ୍ୱରରୁ ୩, ବଲାଙ୍ଗୀରରୁ ୬, କଟକରୁ ୩, ଢେଙ୍କାନାଳରୁ ୯, ଗଞ୍ଜାମ-୪, ଝାରସୁଗୁଡାରୁ ଜଣେ, କୋରାପୁଟରୁ ଜଣେ, ମୟୁରଭଞ୍ଜରୁ ଜଣେ, ନବରଙ୍ଗପୁରରୁ ଜଣେ, ନୟାଗଡରୁ ୭, ପୁରୀ ଓ ସମ୍ବଲୁପରରୁ ଜଣେ ଲେଖାଏଁ ଓ ସୁନ୍ଦରଗଡରୁ ଦୁଇଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ଆଜି ଦୁଇଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ସେମାନେ କରୋନାରେ ଆକ୍ରାନ୍ତ ନଥିଲେ । ମୃତକଦ୍ୱୟ ଖୋର୍ଦ୍ଧା ଓ ବାଲେଶ୍ୱର ଅଂଚଳର ବୋଲି ଜଣାପଡିଛି । ତେବେ ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭ଶହ ଟପିଯାଇଛି ।

Mo sapath

Leave A Reply

Your email address will not be published.