Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ଭୁବନେଶ୍ୱର ମଧ୍ୟମ ଯୁବ କଂଗ୍ରେସ ପକ୍ଷରୁ ସେବା କେନ୍ଦ୍ର ଉଦ୍‌ଘାଟିତ

0

ଭୁବନେଶ୍ୱର:ନିରପେକ୍ଷ ଖବର: ତା ୦୨/୦୬ – ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ ଆଜି ଭୁବନେଶ୍ୱର ମଧ୍ୟମ ଯୁବ କଂଗ୍ରେସ ପକ୍ଷରୁ ସଭାପତି ସଂକୁନା କହଁରଙ୍କ ନେତୃତ୍ୱରେ କଂଗ୍ରେସ ଭବନ ସମ୍ମୁଖରେ ଏକ ସେବା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି । ଏହି ସେବା କେନ୍ଦ୍ରକୁ ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରି ସଂକୁନା କହଁରଙ୍କର ଏତାଦୃଶ କାର୍ଯ୍ୟକୁ ଭୁୟସୀ ପ୍ରଶଂସା କରିବା ସହ ଏହିଭଳି କାର୍ଯ୍ୟକ୍ରମ କରିବାକୁ ଯୁବକମାନଙ୍କ ଆହ୍ୱାନ କରିଥିଲେ । ଏହି ଅବସରରେ ଶ୍ରୀ ରାଉତରାୟ ଆଜି କରୋନା ଯୋଦ୍ଧା ଭାବେ କାର୍ଯ୍ୟ କରୁଥିବା ସଫେଇ କର୍ମଚାରୀମାନଙ୍କୁ ଖାଦ୍ୟ ସହ ମାସ୍କ ଓ ସାନିଟାଇଜର ବଂଟନ କରିଥିଲେ । ପ୍ରକାଶଥାଉକି ଶ୍ରୀ କହଁର ଲକ୍ ଡାଉନ୍‌ର ପ୍ରଥମ ଦିନରେ ଦୀର୍ଘ ଅଢ଼େଇ ମାସ ଧରି ଗରିବ ଲୋକମାନଙ୍କୁ ରନ୍ଧା ଖାଦ୍ୟ ଓ ଅତ୍ୟାବଶକୀୟ ଶୁଖିଲା ଖାଦ୍ୟ ପ୍ରଭୃତି ନିରବଚ୍ଛିନ୍ନ ଭାବେ ବଂଟନ କରି ଚାଲିଛନ୍ତି । ଆଗକୁ ଏହିପରି କାର୍ଯ୍ୟକ୍ରମ ଚାଲୁ ରହିବ ବୋଲି ଶ୍ରୀ କହଁର ପ୍ରକାଶ କରିଛନ୍ତି ।
ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ମନୋରଞ୍ଜନ ଦାଶ, ପ୍ରକାଶ ମିଶ୍ର, ଦୀପକ ମହାପାତ୍ର, ଲିଙ୍ଗରାଜ ସାହୁ, ମାନସ ଆଚାର୍ଯ୍ୟ, ମୁନି ଥାପା, ମୁନା ରାଓ, ଖଗେଶ୍ୱର ମଲ୍ଲିକ, ସନ୍ତୋଷ ସେଠୀ, ରାଜକିଶୋର ବାରିକ ପ୍ରମୁଖ ଉପସ୍ଥିତ ଥିଲେ ।

Advertisement
Mo sapath

Leave A Reply

Your email address will not be published.