Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀ

0

ଭୁବନେଶ୍ୱର, ନିରପେକ୍ଷ ଖବର:ତା:୨୪/୦୪ ମଙ୍ଗଳବାର ଭୁବନେଶ୍ୱର -ଉତ୍ତର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୱାର୍ଡ ନଂ ୧୬ ସାଲିଆ ସାହି ଠାରେ ବିଜେପି ଶ୍ରୀକୃଷ୍ଣ ମଣ୍ଡଳ ଦ୍ୱାରା ଆୟୋଜିତ ଏକ ସମାବେଶ ତଥା ପଦଯାତ୍ରା କାର୍ଯ୍ୟକ୍ରମ ରେ ଭୁବନେଶ୍ୱର ଉତ୍ତର ବିଧାୟକ ପ୍ରାର୍ଥୀ ଶ୍ରୀ ପ୍ରିୟଦର୍ଶୀ ମିଶ୍ର ଯୋଗ ଦେବା ଅବସରରେ ଉପସ୍ଥିତ ଜନତା ଙ୍କୁ ୨୫ ବର୍ଷ ବିଫଳ ସରକାରଙ୍କ ବିଫଳତା ସହ ଜନବିରୋଧୀ ଜନସାଧାରଣଙ୍କୁ ଅବଗତ କରାଇଥିଲେ l ହଜାର ହଜାର କର୍ମୀମାନଙ୍କ ଗହଣରେ ପଦଯାତ୍ରା ଦୀର୍ଘ ତିନି କିଲୋମିଟର ପରେ ୱାର୍ଡ ନଂ ୨୬ ସ୍ଥିତ ବିଷ୍ନୁପ୍ରିୟା ଆପାର୍ଟମେଣ୍ଟ ନିକଟସ୍ଥ ବସ୍ତିବିକାଶ ପରିଷଦ କାର୍ଯ୍ୟାଳୟ ଠାରେ ଶେଷ ହୋଇ ଥିଲା l ପଦଯାତ୍ରାରେ ଶ୍ରୀକୃଷ୍ଣ ମଣ୍ଡଳ ସଭାପତି ଅଞ୍ଜନ ନାଥ, ବାଣୀବିହାର ମଣ୍ଡଳ ସଭାପତି ବିଜୟ ରାଉତ ଓ କର୍ମକର୍ତ୍ତା, ୱାର୍ଡ ୧୬,୨୦,୨୧ ଓ ୨୬ରେ ବିଜେପି କର୍ପୋରେଟର ପ୍ରାର୍ଥୀ ମାନେ,ଆଲୋକ ପାଣିଗ୍ରାହୀ, ସ୍ଵାକ୍ଷର ମହାନ୍ତି, ସାଲିଆ ସାହିର ଟାଣୁଆ ଯୁବନେତା କାଳନ୍ଦୀ ପ୍ରଧାନଙ୍କ ସମେତ ହଜାର ହଜାର କର୍ମୀଙ୍କ ଗହଣରେ ପଦଯାତ୍ରାରେ ସାମିଲ ହୋଇଥିଲେ l ଏହି ଅବସରରେ ଶ୍ରୀ ମିଶ୍ର ଜନସାଧାରଣଙ୍କୁ ଆଶୀର୍ବାଦ ରୂପେ ଡବଲ ଇଂଜିନ ସରକାର ପାଇଁ ଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କରିଥିଲେ l

 

Mo sapath

Leave A Reply

Your email address will not be published.