Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀ

ଉତ୍ତରରେ ଘରେ ଘରେ ଫୁଟିବ ପଦ୍ମଫୁଲ

0

ଭୁବନେଶ୍ୱର, ନିରପେକ୍ଷ ଖବର:୨୬/୪  ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀରେ ଘରକୁ ଘର ବୁଲି ପ୍ରଚାର କରିଛନ୍ତି ବିଜେପି ବିଧାୟକ ପ୍ରାର୍ଥୀ ପ୍ରିୟଦର୍ଶୀ ମିଶ୍ର। ଆଜି ନିଜ କର୍ମୀମାନଙ୍କ ସହିତ ପ୍ରଥମେ ପଟିଆ ଜଗନ୍ନାଥ ମନ୍ଦିର ଯାଇ ଜଗନ୍ନାଥଙ୍କୁ ଦର୍ଶନ କରିଥିଲେ। ତାପରେ ପଟିଆ ଗଡ଼ ରାଜାଙ୍କ ଘରକୁ ଯାଇ ରାଜା ରାଣୀଙ୍କୁ ସାକ୍ଷାତ କରି ଆଶୀର୍ବାଦ ଲୋଡି ଥିଲେ । ରାଜାରାଣୀ ମଧ୍ୟ ପ୍ରିୟଦର୍ଶୀଙ୍କୁ ବିଜୟୀ ଆଶୀର୍ବାଦ ପ୍ରଦାନ କରିଥିଲେ। ପରେ ପଟିଆ, ଗାଡ଼କଣ, ରଙ୍ଗମାଟିଆ ରଘୁନାଥ ପୁର ଆଦି ଗ୍ରାମର ଘରେ ଘରେ ପହଞ୍ଚି ଭାରତର ଯଶସ୍ବୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିକଶିତ ଭାରତ ଗଠନ ବାର୍ତ୍ତା ପହଞ୍ଚାଇବା ସହ ତୃତୀୟ ଥର ଭାରତର ପ୍ରଧାନମନ୍ତ୍ରୀ କରିବା ପାଇଁ ଦୁଇଟି ପଦ୍ମ ଫୁଲ ଚିହ୍ନରେ ଭୋଟ ଦେଇ ବିପୁଳ ସଂଖ୍ୟାରେ ଜୟଯୁକ୍ତ କରିବାକୁ ନିବେଦନ କରିଥିଲେ। ଏବଂ କହିଥିଲେ ଓଡ଼ିଶାର ୨୫ ବର୍ଷର ସ୍ଥାଣୁ ସରକାରର କାର୍ଯ୍ୟକଳାପରେ ଲୋକମାନେ ଅତିଷ୍ଠ ହୋଇ ପଡିଲେଣି। ଏଥର ଲୋକମାନେ ପରିବର୍ତ୍ତନ ଚାହୁଁଛନ୍ତି। ତେଣୁ ପ୍ରତ୍ୟେକ ଘରେ ଘରେ ପଦ୍ମ ଫୁଟିବ। ଓଡ଼ିଶାରେ ବିଜେପି ସରକାର ଗଢିବ।

Mo sapath

Leave A Reply

Your email address will not be published.