ଭୁବନେଶ୍ୱର,ନିରପେକ୍ଷ ଖବର:ତା ୧୩/୧୨ ରକ୍ତଦାନ ଜୀବନ ଦାନ ର ବାର୍ତ୍ତାକୁ ଆଧାର କରି କଳାଭୁମି ଓଡିଶା ପଠାଣି ସାମନ୍ତ ଜୟନ୍ତୀ ଅବସରରେ ଏକ ରକ୍ତଦାନ ଶିବିର ଜୟଦେବ ବିହାର ସ୍ଥିତ ଉତ୍କଳମଣି ସେବା କକ୍ଷ ରେ ଅନୁଷ୍ଠିତ ହୋଇଯାଇଛି । ବିଭିନ୍ନ ସାମାଜିକ ସଂଗଠନ, ସମାଜସେବୀ ଓ ରକ୍ତଦାତା ମାନେ ଏହି ରକ୍ତଦାନ ଶିବିରରେ ସ୍ବେଛାକୃତ ଭାବେ ରକ୍ତଦାନ କରିଥିଲେ । ଏହି ରକ୍ତଦାନ ଶିବିର ର କୁ ଉଦଘାଟନ କରିଥିଲେ ମାନ୍ୟବର ମନ୍ତ୍ରୀ ଯୋଜନା ଓ ସନ୍ମୋନୟ ଓଡିଶା ସରକାର ଶ୍ରୀଯୁକ୍ତ ରାଜେନ୍ଦ୍ର ଢୋଲକିଆ,ଜୈନ ସନ୍ଥ ଗୁରୁଜି , ମାନ୍ୟବର ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ ୨୭ ନମ୍ବର ଯୋନ ର କର୍ପୋରେଟର ସୁଧାଂଶୁ ଶେଖର, ଏସପି ବିଷ୍ଣୁ ପ୍ରସାଦ ପାତ୍ର ସମ୍ମାନିତ ଅତିଥିଭାବେ ଯୋଗଦେଇ ଉତ୍କଳ ମଣି ଗୋପବନ୍ଧୁ ଏବଂ ପଠାଣି ସମନ୍ତଙ୍କ ପ୍ରତିମୂର୍ତ୍ତି ଏବଂ ଫଟୋ ରେ ପୁଷ୍ପମାଲ୍ୟ ଅର୍ପଣ କରି ରକ୍ତଦାନ ଶିବିରକୁ ଉଦଘାଟନ କରିଥିଲେ ଏବଂ ରକ୍ତଦାନ କରିଥିବା ବ୍ୟକ୍ତିଙ୍କୁ ଶୁଭେଚ୍ଛା ଜଣାଇଥିଲେ ।ଏହା ସହିତ ସମାଜ ସେବୀ ମାନି ପଣ୍ଡା, ସମାଜସେବକ ରୋହିତ କୁମାର ଏବଂ ରକ୍ତଦାତା ତନ୍ମୟ ସାମନ୍ତରାୟ ପ୍ରମୁଖ ଯୋଗଦେଇ ଶିବିରକୁ ଉତ୍ସାହ ମଣ୍ଡନ କରିବା ସହିତ ରକ୍ତଦାନ କରିଥିଲେ ଏହି ରକ୍ତଦାନ ଶିବିରକୁ କଳାଭୂମିର ଅଧ୍ୟକ୍ଷ ତଥା ଯୁବ ବଂଶୀବାଦକ ତଥା ସମାଜସେବୀ ପ୍ରମୋଦ କୁମାର ପତି ପରିଚାଳନା କରିଥିଲେ ।କଳାଭୂମି ର ସଦସ୍ୟ ଡ଼ଃ ସୁଚିତ୍ରା ଦାସ, ନାଦିରା ଫତିମା, ରିତାଞ୍ଜଳୀ ବଡ଼ଜେନା, ସୃତି ମିଶ୍ର,ସ୍ବତୀକ, କଳାଭୂମିର ସଦସ୍ୟ ପ୍ରମୁଖ ସହଯୋଗ କରିଥଲେ ।ଏହି ଅବସରରେ ୩୦ ୟୁନିଟ ରକ୍ତ ସଂଗ୍ରହ କରକ୍ୱାଯାଇଥିଲା
Breaking News/ମୁଖ୍ୟ ଖବର:
ବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍ଘାଟିତଜାତୀୟ ମହିଳା କମିଶନ, ନୂଆଦିଲ୍ଲୀଙ୍କ ସହଯୋଗରେ ଓଡ଼ିଶା ରାଜ୍ୟ ମହିଳା କମିଶନଙ୍କ ଦ୍ଵାରା ଏକ ଦିବସୀୟ ଆଲୋଚନାଚକ୍ର ଅନୁଷ୍ଠିତପଠାଣି ସାମନ୍ତ ଜୟନ୍ତୀ ଉପଲକ୍ଷେ କଳାଭୁମି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତଭୁବନେଶ୍ୱର ରେଳ ଷ୍ଟେସନର ପୁନଃ ବିକାଶ କାର୍ଯ୍ୟ ତଦାରଖ ପାଇଁ ଷ୍ଟେସନ ସାମ୍ନାରେ ଅସ୍ଥାୟୀ କ୍ୟାମ୍ପ ଅଫିସ୍ କାର୍ଯ୍ଯ ଆରମ୍ଭ