Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ଓଡ଼ିଶା ମତ୍ସ୍ୟ ସେବା ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୩ ଲକ୍ଷ ଟଙ୍କା ପ୍ରଦାନ..

0

ଭୁବନେଶ୍ୱର,ନିରପେକ୍ଷ ଖବର: ୦୫ ମଇ,୨୦୨୦ କରୋନା ଭୂତାଣୁ ସଂକ୍ରମଣ (କୋଭିଡ୍‌-୧୯)ର ମୁକାବିଲା ନିମନ୍ତେ ଓଡ଼ିଶା ମତ୍ସ୍ୟ ସେବା ସଂଘ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୩ ଲକ୍ଷ ଟଙ୍କାର ଏକ ଚେକ୍‌ ପ୍ରଦାନ କରାଯାଇଛି । ଆଜି କୃଷି ଭବନଠାରେ ଏହି ଅର୍ଥରାଶିକୁ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁଙ୍କ ଜରିଆରେ ସଂଘ ତରଫରୁ କୋଭିଡ୍‌-୧୯ ପରିଚାଳନା ନିମନ୍ତେ ପ୍ରଦାନ କରାଯାଇଛି । ଏହି ଅବସରରେ ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗ ଶାସନ ସଚିବ ଶ୍ରୀ ଆର୍‌. ରଘୁପ୍ରସାଦ ଓ ମତ୍ସ୍ୟ ନିର୍ଦ୍ଦେଶକ ଇଂ ସ୍ମୃତିରଞ୍ଜନ ପ୍ରଧାନ ଉପସ୍ଥିତ ଥିଲେ । ସଂଘ ପକ୍ଷରୁ ସଭାପତି ଶ୍ରୀ ପ୍ରତାପ ଚନ୍ଦ୍ର ରାଉତ ଓ ସାଧାରଣ ସଂପାଦକ ଶ୍ରୀ ମଧୁମୟ ସାମଲ ମନ୍ତ୍ରୀ ଡ. ସାହୁଙ୍କୁ ଉକ୍ତ ଚେକ୍‌ ପ୍ରଦାନ କରିଥିଲେ ।

Mo sapath

Leave A Reply

Your email address will not be published.