Blank space
Blank space
Breaking News/ମୁଖ୍ୟ ଖବର:
ଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତ
Blank space

ଜେଇଇ ମେନ୍ ପରୀକ୍ଷା ପାଈଁ ମାନବ ସମ୍ବଳ ବିକାଶ ମନ୍ତ୍ରୀଙ୍କ ବଡ଼ ଘୋଷଣା ….

ଜାଣନ୍ତୁ କେଉଁ ତାରିଖରେ ହେବ କେଉଁ ପରୀକ୍ଷା...

0

ଭୁବନେଶ୍ୱର, ନିରପେକ୍ଷ ଖବର:ତା-୫/୫/ କରୋନାର ଭୟ ଭିତରେ ପରୀକ୍ଷାକୁ ନେଇ ନିଷ୍ପତି ନେଇଛନ୍ତି ସରକାର । ଜୁଲାଇ ୧୮ରୁ ୨୩ ଭିତରେ ହେବ ଜେଇଇ ମେନ୍ ପରୀକ୍ଷା । ସେହିପରି ଅଗଷ୍ଟରେ ହେବ ଜେଇଇ ଆଡ଼ଭାନ୍ସ ପରୀକ୍ଷା । ଜୁଲାଇ ୨୬ରେ ମେଡ଼ିକାଲ ପ୍ରବେଶିକା ପରୀକ୍ଷା କରିବା ନେଇ ଘୋଷଣା କରିଛନ୍ତି ସରକାର । ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖରିଆଲ ନିସଙ୍କ ।ଚଳିତ ବର୍ଷ ସାରା ଦେଶରେ ନିଟ ବା ମେଡ଼ିକାଲ ପ୍ରବେଶିକା ପରୀକ୍ଷା ପାଇଁ ୧୫ ଲକ୍ଷ ଛାତ୍ରଛାତ୍ରୀ ରେଜିଷ୍ଟ୍ରେସନ କରିଥିବା ବେଳେ ୯ ଲକ୍ଷ ଛାତ୍ରଛାତ୍ରୀ ଜେଇଇ ମେନ୍ ପରୀକ୍ଷା ଦେବା ପାଇଁ ରେଜିଷ୍ଟ୍ରେସନ କରିଛନ୍ତି । ଗତବର୍ଷ ଓଡ଼ିଶାରେ ନିଟ୍ ପରୀକ୍ଷା ଦେଇଥିଲେ ୩୫ ହଜାରରୁ ଅଧିକ ଛାତ୍ରଛାତ୍ରୀ । ଜେଇଇ ମେନ ପରୀକ୍ଷା ଦେଇଥିଲେ ପାଖାପାଖି ୪୦ ହଜାର ଛାତ୍ରଛାତ୍ରୀ । ସେପଟେ ଖୁବଶୀଘ୍ର ଦଶମ ଓ ଦ୍ୱାଦଶ ଶ୍ରେଣୀର ବାକିଥିବା ପରୀକ୍ଷା କେବେ ହେବ ସେନେଇ ସିବିଏସଇ ଖୁବଶୀଘ୍ର ନିଷ୍ପତି ନେବ । କରୋନ ପାଇଁ ସ୍ଥଗିତ ରହିଥିଲା ପରୀକ୍ଷା ।

Mo sapath

Leave A Reply

Your email address will not be published.